Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷା ଫଳ: ପାସ ହାର ୮୨.୧୦ ପ୍ରତିଶତ
ଆଜିର ଖବର

ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷା ଫଳ: ପାସ ହାର ୮୨.୧୦ ପ୍ରତିଶତ

August 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ କଳାରେ ପାସହାର ୮୨.୧୦ ପ୍ରତିଶତ ରହିଛି। ୨ ଲକ୍ଷ ୮ ହଜାର ୬୩୧ ପିଲା ପରୀକ୍ଷା ଦେଇଥିବା ବେଳେ ୧ ଲକ୍ଷ ୭୧ ହଜାର ୨୮୮ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି। ତେବେ କଳାରେ ୯୦ ହଜାର ୨୦୭ ଛାତ୍ର ପରୀକ୍ଷା ଦେଇଥିବା ବେଳେ ୬୭ ହଜାର ୭୨୮ ପାସ କରିଛନ୍ତି। ପୁଅଙ୍କ ପାସ ହାର ୭୫.୦୮ ପ୍ରତିଶତ ରହିଛି। ସେହିଭଳି କଳାରେ ୧ ଲକ୍ଷ ୧୮ ହଜାର ୪୨୪ ଛାତ୍ରୀ ପରୀକ୍ଷା ଦେଇଥିବାଆ ବେଳେ ୧ ଲକ୍ଷ ୩ ହଜାର ୫୬୦ ଛାତ୍ରୀ ପାସ କରିଛନ୍ତି। ଛାତ୍ରୀଙ୍କ ପାସ ହାର ୮୭.୪୫ ପ୍ରତିଶତ ରହିଛି। ୧୭୭ ଜଣ ଛାତ୍ରଛାତ୍ରୀ ୯୦% ରୁ ଅଧିକ ମାର୍କ ରଖିଛନ୍ତି।

ପରୀକ୍ଷା ଫଳ ଯୁକ୍ତ ଦୁଇ କଳା
Share. Facebook Twitter LinkedIn Email WhatsApp Copy Link

Related Posts

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା : ତତ୍କାଳୀନ DFO ନିଲମ୍ବିତ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.