Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ପୁଣି ବଢିଲା ସଂକ୍ରମଣ: ସୁନ୍ଦରଗଡ ଜିଲ୍ଲାରୁ ୧୭୩ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ରାଜ୍ୟରେ ଆଜି ପୁଣି ବଢିଲା ସଂକ୍ରମଣ: ସୁନ୍ଦରଗଡ ଜିଲ୍ଲାରୁ ୧୭୩ ଆକ୍ରାନ୍ତ ଚିହ୍ନଟ

August 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୬୫୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୮୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୬୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୯

ବରଗଡ ଜିଲ୍ଲାରୁ- ୨୭

ଭଦ୍ରକ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୩୯

ବୌଦ୍ଧ ଜିଲ୍ଲାରୁ- ୪

କଟକ ଜିଲ୍ଲାରୁ- ୧୯

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୭

ଗଞ୍ଜାମ ଜିଲ୍ଲାରୁ- ୧୫

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୧୪

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୩୦

କନ୍ଧମାଳ ଜିଲ୍ଲାରୁ- ୧୫

କେନ୍ଦ୍ରାପଡା ଜିଲ୍ଲାରୁ- ୭

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୯୬

କୋରାପୁଟ ଜିଲ୍ଲାରୁ- ୧୩

ମୟୂରଭଞ୍ଜ ଜିଲ୍ଲାରୁ- ୩୩

ନବରଙ୍ଗପୁର ଜିଲ୍ଲାରୁ- ୧୪

ନୟାଗଡ ଜିଲ୍ଲାରୁ- ୧୭

ନୂଆପଡା ଜିଲ୍ଲାରୁ- ୮

ପୁରୀ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୪୬

ସୋନପୁର ଜିଲ୍ଲାରୁ- ୧୪

ସୁନ୍ଦରଗଡ ଜିଲ୍ଲାରୁ- ୧୭୩

ଷ୍ଟେଟ ପୁଲରୁ- ୨୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୦ ହଜାର ୬୬୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୬ ହଜାର ୨୪୯ ଏବଂ ବର୍ତ୍ତମାନ ୫୨୧୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କ୍ୱାରେଣ୍ଟାଇନ ବଢିଲା ସଂକ୍ରମଣ ସୁନ୍ଦରଗଡ଼ ଜିଲ୍ଲା ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.