ରାକ୍ଷୀ ପୁର୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ

Published: Aug 10, 2022, 7:08 pm IST

ଭୁବନେଶ୍ୱର: ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ ଆଗାମୀ କାଲି ରକ୍ଷା ବନ୍ଧନ ପାଇଁ ନବୀନ ନିବାସକୁ ନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

Related posts