Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପରାଷ୍ଟ୍ରପତିଙ୍କୁ ଭେଟି ବିଦାୟକାଳୀନ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ଉପରାଷ୍ଟ୍ରପତିଙ୍କୁ ଭେଟି ବିଦାୟକାଳୀନ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମାନନୀୟ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁଙ୍କୁ ନୂଆଦିଲ୍ଲୀ ଠାରେ ବ୍ୟକ୍ତିଗତ ଭାବେ ଭେଟି ବିଦାୟକାଳୀନ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଲ୍ଲେଖନୀୟ ସେବା ପାଇଁ କୃତଜ୍ଞତା ଜଣାଇଛନ୍ତି।

ତାଙ୍କ କାର୍ଯ୍ୟକାଳର ଶେଷ ଦିନରେ ଶ୍ରୀ ନାଇଡୁଙ୍କୁ ଭେଟିବା ଅବସରରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଷ୍ଟେଟ୍ସ ମ୍ୟାନ ଶ୍ରୀ ନାଇଡୁଙ୍କ ଉଭୟ ଲୋକସଭା ଏବଂ ରାଜ୍ୟସଭା ଗୃହରେ ସେବା କାର୍ଯ୍ୟ ଥିଲା ଅନନ୍ୟ। ଶ୍ରୀ ନାଇଡୁ ଗଣତାନ୍ତ୍ରିକ ପରମ୍ପରାକୁ ଉର୍ଦ୍ଧ୍ୱରେ ରଖି ଗୃହ କାର୍ଯ୍ୟକୁ ଯେପରି ପରିଚାଳନା କରିଥିଲେ, ସେଥିପାଇଁ ସେ ଜନପ୍ରିୟ ହେବା ସହ ସବୁ ଦଳ ଦ୍ୱାରା ପ୍ରଶଂସାର ପାତ୍ର ହୋଇଥିଲେ। ତାଙ୍କ ଭଳି ଜଣେ ଆଦର୍ଶ ଓ ବିଦ୍ୱାନ ବ୍ୟକ୍ତିଙ୍କ ସ୍ନେହ ଓ ପାଣ୍ଡିତ୍ୟର ମୁଁ ଲାଭ ପାଇଛି। ସଂସଦରେ ତାଙ୍କର ଉଚ୍ଚାରଣ ଶୈଳୀ ଏବଂ ଉପାଖ୍ୟାନ ସ୍ମରଣୀୟ ହୋଇ ରହିବ। ଶ୍ରୀ ନାଇଡୁଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ ନିରନ୍ତର ମାର୍ଗଦର୍ଶନ ଆଗକୁ ମଧ୍ୟ ରହିବା ନେଇ ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି।

ଉପରାଷ୍ଟ୍ରପତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026

ବିଲ୍ଡିଂ ଦୁର୍ଘଟଣା: ସ୍ଲାବ୍ ଭୁଶୁଡ଼ି ଫସିଲେ ୧୫ ଶ୍ରମିକ, ସମସ୍ତେ ସୁରକ୍ଷିତ ଉଦ୍ଧାର

September 10, 2026
Latest News

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026

ବିଲ୍ଡିଂ ଦୁର୍ଘଟଣା: ସ୍ଲାବ୍ ଭୁଶୁଡ଼ି ଫସିଲେ ୧୫ ଶ୍ରମିକ, ସମସ୍ତେ ସୁରକ୍ଷିତ ଉଦ୍ଧାର

September 10, 2026

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପରେ ଶେଷ ହେବ ଇରାନ ଯୁଦ୍ଧ, କମିବ ତେଲ ଦର: ଟ୍ରମ୍ପ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.