Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱଳ୍ପ ଅବଧି ସମୟରେ ୧ କୋଟିରୁ ଅଧିକ ଜାତୀୟ ପତାକା ବିକ୍ରି କଲା ଡାକ ବିଭାଗ
ଆଜିର ଖବର

ସ୍ୱଳ୍ପ ଅବଧି ସମୟରେ ୧ କୋଟିରୁ ଅଧିକ ଜାତୀୟ ପତାକା ବିକ୍ରି କଲା ଡାକ ବିଭାଗ

August 11, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭାରତର
ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

ଦିଲ୍ଲୀ: ଡାକ ବିଭାଗ ନିଜର ୧.୫ ଲକ୍ଷ ଡାକ ଘରର ସର୍ବବ୍ୟାପୀ ନେଟ୍ୱର୍କ ସହିତ ଦେଶର ପ୍ରତ୍ୟେକ ନାଗରିକଙ୍କୁ “ହର ଘର ତିରଙ୍ଗା” (ଘରେ ଘରେ ତିରଙ୍ଗା) କାର୍ଯ୍ୟକ୍ରମରେ ସାମିଲ କରୁଛି। ୧୦ ଦିନର ଏହି ସ୍ୱଳ୍ପ ଅବଧି ସମୟରେ ଡାକ ବିଭାଗ ଲୋକ ମାନଙ୍କୁ ୧ କୋଟିରୁ ଅଧିକ ଜାତୀୟ ପତାକା ବିକ୍ରି କରିଛି। ଏହି ଜାତୀୟ ପତାକାକୁ ବିଭାଗ ଦ୍ୱାରା ମାତ୍ର ୨୫ ଟଙ୍କା ମୂଲ୍ୟରେ ବିକ୍ରି କରାଯାଉଛି। ଅନ୍ ଲାଇନ୍ରେ ଡାକ ବିଭାଗ ସାରା ଦେଶରେ କୌଣସି ବି ଠିକଣାରେ ଏହାକୁ ଡେଲିଭରି ଦେୟ ନ ନେଇ ସିଧାସଳଖ ପହଂଚାଇଛି। ଇ – ପୋଷ୍ଟ ଅଫିସ୍ (ଇ – ଡାକ ଘର) ସୁବିଧା ମାଧ୍ୟମରେ ଲୋକ ମାନେ ଅନ୍ଲାଇନ୍ରେ ୧.୭୫ ଲକ୍ଷରୁ ଅଧିକ ପତାକା କ୍ରୟ କରିଛନ୍ତି।

୪.୨ ଲକ୍ଷ ଦୃଢ଼ ଡାକ କର୍ମଚାରୀ ମାନେ ଦେଶର କୋଣ ଅନୁକୋଣରେ ଅର୍ଥାତ୍ ସହର ଗୁଡିକରେ , ନଗର ଗୁଡିକରେ , ଗ୍ରାମ ଗୁଡିକରେ, ସୀମାବର୍ତ୍ତି କ୍ଷେତ୍ରରେ, ବାମପନ୍ଥୀ ଉଗ୍ରବାଦ ପ୍ରବଣ ଜିଲ୍ଲା ଗୁଡିକରେ ଏବଂ ପାହାଡ ଏବଂ ଜନଜାତୀୟ ଅଂଚଳ ଗୁଡିକରେ “ହର ଘର ତିରଙ୍ଗା” ବାର୍ତ୍ତାକୁ ଅତି ଉତ୍ସାହର ସହିତ ପ୍ରଚାର କରିଛନ୍ତି।

ପ୍ରଭାତ ଫେରି, ମୋଟର ସାଇକେଲ୍ ରାଲି, ଚୌପାଲ ସଭା (ଗାଁ ସଭା) ଗୁଡିକ ମାଧ୍ୟରେ , ଭାରତୀୟ ଡାକ ସମାଜର ସମସ୍ତ ବର୍ଗ ମଧ୍ୟରେ “ହର ଘର ତିରଙ୍ଗା”ର ବାର୍ତାକୁ ପହଂଚାଇଛି। ଡିଜିଟାଲ୍ ରୂପରେ ଯୋଡି ହୋଇଥିବା ଲୋକ ମାନଙ୍କ ମଧ୍ୟରେ ଏହି ବାର୍ତାକୁ ବ୍ୟାପକ କରିବା ନିମନ୍ତେ ଟ୍ୱିଟର ଏବଂ ଫେସ୍ବୁକ୍ ଭଳି ସାମାଜିକ ମାଧ୍ୟମକୁ ଉପକରଣ ଭାବରେ ବ୍ୟାପକ ରୂପରେ ବ୍ୟବହାର କରା ଯାଇଛି।

ଡାକଘର ଗୁଡିକ ମାଧ୍ୟମରେ ଜାତୀୟ ପତାକାର ବିକ୍ରି ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ଖୋଲା ରହିଛି। ନାଗରିକ ମାନେ ନିକଟତମ ଡାକ ଘର ଗୁଡିକୁ ଯାଇ ଏହାକୁ କ୍ରୟ କରି ପାରିବେ କିମ୍ବା ଇ – ଡାକ ଘର (epostoffice. gov. in) ମାଧ୍ୟମରେ ନିଜର ଜାତୀୟ ପତାକାକୁ କ୍ରୟ କରି ପାରିବେ ଏବଂ “ହର ଘର ତିରଙ୍ଗା” ଅଭିଯାନର ଅଂଶ ବିଶେଷ ହୋଇ ପାରିବେ। ନାଗରିକ ମାନେ ପତାକା ସହିତ ନିଜର ଏକ ସେଲ୍ଫି ନେଇ ପାରିବେ ଏବଂ ତାହାକୁ www.harghartiranga.com ରେ ଅପଲୋଡ୍ କରି ପାରିବେ ଏବଂ ନୂତନ ଭାରତର ସବୁଠାରୁ ବଡ ଉତ୍ସବରେ ନିଜର ଭାଗୀଦାରୀତାକୁ ପ୍ରଦର୍ଶନ କରି ପାରିବେ।

ଜାତୀୟ ପତାକା ଡାକ ବିଭାଗ ହର ଘର ତିରଙ୍ଗା
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026

ଇଣ୍ଡିଆ ଏଆଇ ସମ୍ମିଳନୀରେ ବିରୋଧ ପ୍ରଦର୍ଶନ: ଅନେକ ଯୁବ କଂଗ୍ରେସ କର୍ମୀ ଅଟକ

February 20, 2026

ଟ୍ରମ୍ପଙ୍କ ଇରାନକୁ ଚେତାବନୀ ପରେ କ’ଣ ରହିଛି ସୁନା ଏବଂ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 20, 2026
Latest News

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026

ଇଣ୍ଡିଆ ଏଆଇ ସମ୍ମିଳନୀରେ ବିରୋଧ ପ୍ରଦର୍ଶନ: ଅନେକ ଯୁବ କଂଗ୍ରେସ କର୍ମୀ ଅଟକ

February 20, 2026

ଟ୍ରମ୍ପଙ୍କ ଇରାନକୁ ଚେତାବନୀ ପରେ କ’ଣ ରହିଛି ସୁନା ଏବଂ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.