Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ପ୍ରାୟ ୬୦୦ ଆକ୍ରାନ୍ତ ଚିହ୍ନଟ: ୫ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା
ଆଜିର ଖବର

ରାଜ୍ୟରେ ଆଜି ପ୍ରାୟ ୬୦୦ ଆକ୍ରାନ୍ତ ଚିହ୍ନଟ: ୫ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

August 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୫୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୮୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୪୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୪୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୦

ବରଗଡ ଜିଲ୍ଲାରୁ- ୨୨

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୩୬

ବୌଦ୍ଧ ଜିଲ୍ଲାରୁ- ୫

କଟକ ଜିଲ୍ଲାରୁ- ୧୪

ଦେବଗଡ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୬

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୭

ଝାରସୁଗୁଡା ଜିଲ୍ଲାରୁ- ୭

କଳାହାଣ୍ଡି ଜିଲ୍ଲାରୁ- ୩୯

କନ୍ଧମାଳ ଜିଲ୍ଲାରୁ- ୧୪

କେନ୍ଦ୍ରାପଡା ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୧୧

ଖୋର୍ଦ୍ଧା ଜିଲ୍ଲାରୁ- ୭୭

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୪୦

ନବରଙ୍ଗପୁର ଜିଲ୍ଲାରୁ- ୨୩

ନୟାଗଡ ଜିଲ୍ଲାରୁ- ୧୭

ନୂଆପଡା ଜିଲ୍ଲାରୁ- ୩୮

ପୁରୀ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୯

ସମ୍ବଲପୁର ଜିଲ୍ଲାରୁ- ୨୨

ସୋନପୁର ଜିଲ୍ଲାରୁ- ୧୭

ସୁନ୍ଦରଗଡ ଜିଲ୍ଲାରୁ- ୧୩୭

ଷ୍ଟେଟ ପୁଲରୁ- ୧୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୧ ହଜାର ୭୮୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮ ହଜାର ୧୬୬ ଏବଂ ବର୍ତ୍ତମାନ ୪୪୦୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇ ସକ୍ରିୟ ଆକ୍ରାନ୍ତ ସୁସ୍ଥ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

କଳାହାଣ୍ଡି: ନୂଆଁଖାଇ ପର୍ବ ପାଳନର ପରମ୍ପରା ଆରମ୍ଭ

August 25, 2025

ଓଡ଼ିଆ ଭାଷା ସାହିତ୍ୟକୁ ଉଜ୍ଜୀବିତ କରି ରଖିବାରେ ଶିଶୁସାହିତ୍ୟର ଭୂମିକା ଅତୁଳନୀୟ

August 25, 2025

ଓୟୁଏଟି ର ୬୪ତମ ପ୍ରତିଷ୍ଠା ଦିବସ

August 25, 2025

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ତାରିଖ ସୋମବାରରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2025
Latest News

କଳାହାଣ୍ଡି: ନୂଆଁଖାଇ ପର୍ବ ପାଳନର ପରମ୍ପରା ଆରମ୍ଭ

August 25, 2025

ଓଡ଼ିଆ ଭାଷା ସାହିତ୍ୟକୁ ଉଜ୍ଜୀବିତ କରି ରଖିବାରେ ଶିଶୁସାହିତ୍ୟର ଭୂମିକା ଅତୁଳନୀୟ

August 25, 2025

ଓୟୁଏଟି ର ୬୪ତମ ପ୍ରତିଷ୍ଠା ଦିବସ

August 25, 2025

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ତାରିଖ ସୋମବାରରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2025

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.