Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶର ୭୫ଟି ଜେଲରେ ହେବ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ
ଆଜିର ଖବର

ଦେଶର ୭୫ଟି ଜେଲରେ ହେବ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ

August 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Modi government destroyed the ISI-backed terror group Shahzad Bhatti Network
Modi government destroyed the ISI-backed terror group Shahzad Bhatti Network

ନୂଆଦିଲ୍ଲୀ: ମହର୍ଷି ଶ୍ରୀ ଅରବିନ୍ଦଙ୍କର ୧୫ଠତମ ଜନ୍ମ ଦିବସ ଏବଂ ଦେଶ ସ୍ୱାଧୀନତାର ୭୫ ବର୍ଷ ପାଳନ ଅବସରରେ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଶ୍ରୀ ଅରବିନ୍ଦଙ୍କର ଜୀବନାଦର୍ଶ ଉପରେ ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ୭୫ଟି ଜେଲରେ ଆୟୋଜନ କରାଯିବ। ଅଗଷ୍ଟ ୧୨ ତାରିଖରୁ ୧୫ ତାରିଖ ମଧ୍ୟରେ ଦେଶର ଗୁରୁତ୍ୱପୂର୍ଣ୍ଣ ଜେଲଗୁଡ଼ିକରେ ଏହି କାର୍ଯ୍ୟକ୍ରମ ଶ୍ରୀ ଅରବିନ୍ଦଙ୍କ ସ୍ମରଣରେ ହେଉଛି।

ଏହି କାର୍ଯ୍ୟକ୍ରମରେ ଯୋଗ ଏବଂ ଧ୍ୟାନ ଉପରେ ଗୁରୁତ୍ୱ ଦିଆଯାଇ ଶ୍ରୀ ଅରବିନ୍ଦଙ୍କ ଜୀବନୀ ଓ ଆଦର୍ଶ ଆଧାରରେ ଜେଲର ଅନ୍ତେବାସୀମାନଙ୍କ ଜୀବନରେ ପରିବର୍ତ୍ତନ ଅଣାଯିବା ଉଦେଶ୍ୟ ରଖାଯାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମ ସମ୍ପର୍କରେ କହିଛନ୍ତି ଯେ ଜେଲରେ ବନ୍ଦୀ ଜୀବନ ବିତାଉଥିବା ଲୋକଙ୍କର ଜୀବନରେ ପରିବର୍ତ୍ତନ ଆବଶ୍ୟକ। ଏହି ପରିବର୍ତ୍ତନ ଆତ୍ମ ଚିନ୍ତନ ଓ ଅନୁଭବ ମାଧ୍ୟମରେ ଘଟିପାରିବ। ସେମାନଙ୍କ ଜୀବନରେ ଶ୍ରୀ ଅରବିନ୍ଦଙ୍କ ଆଦର୍ଶ ଏକ ନୂଆ ଅନୁଭବ ଓ ପରିବର୍ତ୍ତନ ଆଣି ନୂଆ ଜୀବନ ଆରମ୍ଭ ପାଇଁ ମାର୍ଗଦର୍ଶନ କରିବ।

ଦେଶର ଆଧ୍ୟାତ୍ମିକ ଗୁରୁମାନଙ୍କ ସହଯୋଗରେ ସଂସ୍କୃତ ମନ୍ତ୍ରଣାଳୟ ଏହି କାର୍ଯ୍ୟକ୍ରମ ସମ୍ପାଦନା କରିବ। ଦେଶର ସ୍ୱାଧୀନତା ସଂଗ୍ରାମ ସହିତ ଜଡ଼ିତ ଦେଶର ୭୫ଟି ଜେଲକୁ ଏହି କାର୍ଯ୍ୟକ୍ରମ ପାଇଁ ଚିହ୍ନଟ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ରାମକୃଷ୍ଣ ମିଶନ, ପତଞ୍ଜଳୀ, ଆର୍ଟ ଅଫ ଲିଭିଙ୍ଗ, ଈଶା ଫାଉଣ୍ଡେସନ ଏବଂ ସତସଙ୍ଗ ଫାଉଣ୍ଡେସନ ସହିତ ଯୋଗାଯୋଗ କରାଯାଇଛି। ଦେଶର ୨୩ଟି ରାଜ୍ୟରେ ଯୋଗ, ଧ୍ୟାନ ଏବଂ ଶ୍ରୀ ଅରବିନ୍ଦଙ୍କ ନୈତକି ବାଣୀ ଜେଲର ଅନ୍ତେବାସୀମାନଙ୍କୁ ଶିକ୍ଷା ଦିଆଯିବ।

ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ୱାଧୀନତାର ୭୫ ବର୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.