ଭୁବନେଶ୍ବର: ଗତକାଲି ରାଜ୍ୟରେ ୫୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୪୦୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୩୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୬୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୧
ବାଲେଶ୍ଵର ଜିଲ୍ଲାରୁ- ୭
ବରଗଡ ଜିଲ୍ଲାରୁ- ୧୩
ଭଦ୍ରକ ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୨୨
ବୌଦ୍ଧ ଜିଲ୍ଲାରୁ- ୬
କଟକ ଜିଲ୍ଲାରୁ- ୧୬
ଦେବଗଡ ଜିଲ୍ଲାରୁ- ୨
ଢେଙ୍କାନାଳ ଜିଲ୍ଲାରୁ- ୧
ଗଜପତି ଜିଲ୍ଲାରୁ- ୬
ଗଞ୍ଜାମ ଜିଲ୍ଲାରୁ- ୧
ଜଗତସିଂହପୁର ଜିଲ୍ଲାରୁ- ୨
ଯାଜପୁର ଜିଲ୍ଲାରୁ- ୫
ଝାରସୁଗୁଡା ଜିଲ୍ଲାରୁ- ୨
କଳାହାଣ୍ଡି ଜିଲ୍ଲାରୁ- ୧୯
କନ୍ଧମାଳ ଜିଲ୍ଲାରୁ- ୪
ଖୋର୍ଦ୍ଧା ଜିଲ୍ଲାରୁ- ୮୧
କୋରାପୁଟ ଜିଲ୍ଲାରୁ- ୯
ମୟୂରଭଞ୍ଜ ଜିଲ୍ଲାରୁ- ୧୯
ନବରଙ୍ଗପୁର ଜିଲ୍ଲାରୁ- ୧୭
ନୟାଗଡ ଜିଲ୍ଲାରୁ- ୧୫
ନୂଆପଡା ଜିଲ୍ଲାରୁ- ୧୭
ପୁରୀ ଜିଲ୍ଲାରୁ- ୨
ରାୟଗଡା ଜିଲ୍ଲାରୁ- ୪
ସମ୍ବଲପୁର ଜିଲ୍ଲାରୁ- ୩୬
ସୋନପୁର ଜିଲ୍ଲାରୁ- ୧୪
ସୁନ୍ଦରଗଡ ଜିଲ୍ଲାରୁ- ୬୬
ଷ୍ଟେଟ ପୁଲରୁ- ୧୪
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୧୮୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୯ ହଜାର ୧୦ ଏବଂ ବର୍ତ୍ତମାନ ୩୯୬୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।