Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ: ୪ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା
ଆଜିର ଖବର

ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ: ୪ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

August 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୫୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୪୦୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୩୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୬୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୭

ବରଗଡ ଜିଲ୍ଲାରୁ- ୧୩

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୨୨

ବୌଦ୍ଧ ଜିଲ୍ଲାରୁ- ୬

କଟକ ଜିଲ୍ଲାରୁ- ୧୬

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୬

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧୯

କନ୍ଧମାଳ ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୮୧

କୋରାପୁଟ ଜିଲ୍ଲାରୁ- ୯

ମୟୂରଭଞ୍ଜ ଜିଲ୍ଲାରୁ- ୧୯

ନବରଙ୍ଗପୁର ଜିଲ୍ଲାରୁ- ୧୭

ନୟାଗଡ ଜିଲ୍ଲାରୁ- ୧୫

ନୂଆପଡା ଜିଲ୍ଲାରୁ- ୧୭

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୩୬

ସୋନପୁର ଜିଲ୍ଲାରୁ- ୧୪

ସୁନ୍ଦରଗଡ ଜିଲ୍ଲାରୁ- ୬୬

ଷ୍ଟେଟ ପୁଲରୁ- ୧୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୧୮୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୯ ହଜାର ୧୦ ଏବଂ ବର୍ତ୍ତମାନ ୩୯୬୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କରୋନା ସଂକ୍ରମଣ କ୍ୱାରେଣ୍ଟାଇନ ସକ୍ରିୟ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026
Latest News

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୨ତମ ପ୍ରଗତି ବୈଠକ ଅନୁଷ୍ଠିତ

June 25, 2026

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ରାଶିଫଳ: ଆଜି ଜୁନ୍ ୨୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟବସାୟ ବୃଦ୍ଧି ଘଟିବ, ଧନ ଆସିବ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.