Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ମଧ୍ୟ ୫୦୦ ତଳେ ରହିଛି ସଂକ୍ରମଣ: ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ରାଜ୍ୟରେ ଆଜି ମଧ୍ୟ ୫୦୦ ତଳେ ରହିଛି ସଂକ୍ରମଣ: ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

August 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୮୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୪୮୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୧୪ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୮୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୦୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୪

ବାଲେଶ୍ଵର ଜିଲ୍ଲାରୁ- ୮

ବରଗଡ ଜିଲ୍ଲାରୁ- ୨୨

ଭଦ୍ରକ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୨୦

ବୌଦ୍ଧ ଜିଲ୍ଲାରୁ- ୪୦

କଟକ ଜିଲ୍ଲାରୁ- ୧୧

ଦେବଗଡ ଜିଲ୍ଲାରୁ- ୩

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୧୨

କଳାହାଣ୍ଡି ଜିଲ୍ଲାରୁ- ୩୧

କନ୍ଧମାଳ ଜିଲ୍ଲାରୁ- ୪

କେନ୍ଦ୍ରପଡା ଜିଲ୍ଲାରୁ- ୭

ଖୋର୍ଦ୍ଧା ଜିଲ୍ଲାରୁ- ୬୬

କୋରାପୁଟ ଜିଲ୍ଲାରୁ- ୬

ମୟୂରଭଞ୍ଜ ଜିଲ୍ଲାରୁ- ୨୧

ନବରଙ୍ଗପୁର ଜିଲ୍ଲାରୁ- ୨୦

ନୟାଗଡ ଜିଲ୍ଲାରୁ- ୯

ନୂଆପଡା ଜିଲ୍ଲାରୁ- ୭

ପୁରୀ ଜିଲ୍ଲାରୁ- ୭

ରାୟଗଡା ଜିଲ୍ଲାରୁ- ୧୪

ସମ୍ବଲପୁର ଜିଲ୍ଲାରୁ- ୨୬

ସୋନପୁର ଜିଲ୍ଲାରୁ- ୯

ସୁନ୍ଦରଗଡ ଜିଲ୍ଲାରୁ- ୧୦୫

ଷ୍ଟେଟ ପୁଲରୁ- ୧୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୬୭୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୯ ହଜାର ୬୭୭ ଏବଂ ବର୍ତ୍ତମାନ ୩୭୮୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

ଓଡିଶା କ୍ୱାରେଣ୍ଟାଇନ ସର୍ବାଧିକ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲ୍ଲା ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026
Latest News

ଟି-୨୦ ବିଶ୍ୱକପରେ ବଡ଼ ବିପର୍ଯ୍ୟୟ: ସୁପର ୮ କୁ ଗଲା ଜିମ୍ବାୱେ, ବାଦ୍ ପଡ଼ିଲା ଅଷ୍ଟ୍ରେଲିଆ 

February 17, 2026

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.