Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୀତୀଶଙ୍କ କ୍ୟାବିନେଟରେ ସାମିଲ ହେବେ ତିନି କଂଗ୍ରେସ ବିଧାୟକ, ଜାଣନ୍ତୁ କ’ଣ କହିଲେ ଭକ୍ତ ଚରଣ ଦାସ
ଆଜିର ଖବର

ନୀତୀଶଙ୍କ କ୍ୟାବିନେଟରେ ସାମିଲ ହେବେ ତିନି କଂଗ୍ରେସ ବିଧାୟକ, ଜାଣନ୍ତୁ କ’ଣ କହିଲେ ଭକ୍ତ ଚରଣ ଦାସ

August 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 
ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

ପାଟନା: ବିହାରରେ କଂଗ୍ରେସର ଦାୟିତ୍ୱରେ ଥିବା ଭକ୍ତ ଚରଣ ଦାସ ଦାବି କରିଛନ୍ତି ଯେ, ନୀତୀଶ କୁମାରଙ୍କ ନୂଆ ସରକାରରେ କଂଗ୍ରେସ ତିନି ମନ୍ତ୍ରୀ ପଦ ଗ୍ରହଣ କରୁଛି। ସେ କହିଛନ୍ତି ଯେ, ଦୁଇ କଂଗ୍ରେସ ବିଧାୟକ ଅଗଷ୍ଟ ୧୬ ତାରିଖରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ପରବର୍ତ୍ତୀ କ୍ୟାବିନେଟ ବିସ୍ତାରରେ ଆଉ ଜଣେ କଂଗ୍ରେସ ବିଧାୟକଙ୍କୁ ସାମିଲ କରାଯିବା ନେଇ ଭକ୍ତ ଚରଣ ଦାସ କହିଛନ୍ତି।

ଭକ୍ତ ଚରଣ ଆହୁରି କହିଛନ୍ତି ଯେ, ବିହାରରେ ମିଳିତ ସରକାରରେ କଂଗ୍ରେସ ପାଇଁ ମନ୍ତ୍ରୀ ପଦବୀ ସ୍ଥିର କରାଯାଇଛି। କଂଗ୍ରେସକୁ ମୋଟ ତିନୋଟି ମନ୍ତ୍ରୀ ପଦ ମିଳିବ। ”ଦାସ କହିଛନ୍ତି ଯେ, କଂଗ୍ରେସ ପକ୍ଷରୁ କିଏ ମନ୍ତ୍ରୀ ହେବେ, ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ସୋମବାର ନୀତୀଶ କୁମାରଙ୍କ କ୍ୟାବିନେଟରେ କିଏ ଶପଥ ନେବେ ସେନେଇ ଦଳ ବିଧାୟକଙ୍କ ନାମ ସ୍ଥିର କରିବ ବୋଲି ସେ କହିଛନ୍ତି। କ୍ୟାବିନେଟରେ କଂଗ୍ରେସ ଚାରିଟି ମନ୍ତ୍ରୀ ପଦବୀ ଆଶା କରୁଥିବା ଜଣାପଡିଛି।

କଂଗ୍ରେସ ନୀତୀଶ କୁମାର ବିହାର ଭକ୍ତ ଚରଣ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.