Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୬ମହଲାରୁ ପଡି ରୋଗୀ ମୃତ
ଆଜିର ଖବର

୬ମହଲାରୁ ପଡି ରୋଗୀ ମୃତ

May 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
patient died falling from 6th floor
patient died falling from 6th floor

ଢେଙ୍କାନାଳର ମୁଖ୍ୟ ଡାକ୍ତରଖାନାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ରୋଗୀ ହସ୍ପିଟାଲର ଷଷ୍ଠ ମହଲାର ଝରକା ଦେଇ ତଳକୁ ପଡି ପ୍ରାଣ ହରାଇଛନ୍ତି । ଏହା ହତ୍ୟା ନା ଆତ୍ମହତ୍ୟା ଏ ନେଇ ସନ୍ଦେହ ଲାଗି ରହିଥିବା ବେଳେ ଘଟଣାସ୍ଥଳରୁ ମୃତକଙ୍କ ଚପଲ ଏବଂ ଏକ ବ୍ଲେଡ ଉଦ୍ଧାର କରାଯାଇଛି । ଆତ୍ମହତ୍ୟା ପୂର୍ବରୁ ଯୁବକଙ୍କ ହାତ କଟାଯାଇଥିବା ଜଣାପଡିଛି । ଯୁବକଜଣଙ୍କ ସ୍ଥାନୀୟ ମହୁଲଖୋଳି ଗ୍ରାମର ଟୁନା ବେହେରା ବୋଲି ଜଣାପଡିଛି । ଟାଉନ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ଦାଖଲ କରି ତଦନ୍ତ ଆରମ୍ଭ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025

ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ ଢେଙ୍କାନାଳରେ ଅନୁଷ୍ଠିତ ହେବ ଫଟୋଗ୍ରାଫୀ ପ୍ରତିଯୋଗିତା

September 17, 2025
Latest News

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025

ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ ଢେଙ୍କାନାଳରେ ଅନୁଷ୍ଠିତ ହେବ ଫଟୋଗ୍ରାଫୀ ପ୍ରତିଯୋଗିତା

September 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.