Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ କମିଲା ସଂକ୍ରମଣ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ରାଜ୍ୟରେ କମିଲା ସଂକ୍ରମଣ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ଆକ୍ରାନ୍ତ ଚିହ୍ନଟ

August 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୫୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୪୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୭

ବରଗଡ ଜିଲ୍ଲାରୁ- ୫

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୭

କଟକ ଜିଲ୍ଲାରୁ- ୧୩

ଦେବଗଡ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୬

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୪

କଳାହାଣ୍ଡି ଜିଲ୍ଲାରୁ- ୧୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୫୯

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧୧

ନବରଙ୍ଗପୁର ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୭

ନୂଆପଡା ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୪

ସୋନପୁର ଜିଲ୍ଲାରୁ- ୧୦

ସୁନ୍ଦରଗଡ ଜିଲ୍ଲାରୁ- ୪୪

ଷ୍ଟେଟ ପୁଲରୁ- ୧୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୩ ହଜାର ୩୦୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୦ ହଜାର ୬୩୫ ଏବଂ ବର୍ତ୍ତମାନ ୩୪୬୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ସଂକ୍ରମଣ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏସିଆନ୍ ଗେମ୍ସ ଉଦ୍‌ଘାଟନୀ : ମନୁ ଓ ତଜିନ୍ଦରପାଲ୍ ସିଂହ ତୁର୍ ଭାରତର ଧ୍ୱଜାବାହକ

September 19, 2026

କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ

September 19, 2026

 ଆଜି ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

September 19, 2026

ୟୁଏଇ ରାଷ୍ଟ୍ରପତିଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ

September 19, 2026
Latest News

Coffee Side Effects: ଅଧିକ କଫି ପିଉଛନ୍ତି କି? ଜାଣନ୍ତୁ ସାଇଡ୍ ଇଫେକ୍ଟ

September 19, 2026

ଆଜି ଏସିଆନ୍ ଗେମ୍ସ ଉଦ୍‌ଘାଟନୀ : ମନୁ ଓ ତଜିନ୍ଦରପାଲ୍ ସିଂହ ତୁର୍ ଭାରତର ଧ୍ୱଜାବାହକ

September 19, 2026

କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ

September 19, 2026

ସିନେମା ପ୍ରମାଣପତ୍ର ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି

September 19, 2026

 ଆଜି ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.