Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜୀବ କୁମାରଙ୍କ ଗିରଫଦାରୀ ଉପରୁ ରୋକ ହଟାଇଲେ ସୁପ୍ରିମ୍‌କୋର୍ଟ
ଆଜିର ଖବର

ରାଜୀବ କୁମାରଙ୍କ ଗିରଫଦାରୀ ଉପରୁ ରୋକ ହଟାଇଲେ ସୁପ୍ରିମ୍‌କୋର୍ଟ

May 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
SC lifts stay on ex-Kolkata police chief Rajeev Kumar's arrest
SC lifts stay on ex-Kolkata police chief Rajeev Kumar's arrest

ସାରଦା ଚିଟ ଫଣ୍ଡ ମାମଲାରେ ପଶ୍ଚିମବଙ୍ଗର ଆଇପିଏସ ଅଧିକାରୀ ରାଜୀବ କୁମାରଙ୍କ ଗିରଫଦାରୀ ଉପରୁ ସୁପ୍ରିମ୍‌କୋର୍ଟ ରୋକ ହଟାଇ ଦେଇଛନ୍ତି। ଶୁକ୍ରବାର ଏହି ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି ଯେ, ଏବେ ସିବିଆଇ ଆଇନ୍‌ ମୁତାବକ ଉଚିତ୍‌ ପଦକ୍ଷେପ ନେଇପାରିବେ । ତେବେ ଏହି ଆଦେଶ ୭ଦିନ ପରେ ଲାଗୁ ହେବ ତେଣୁ ରାଜୀବ କୁମାର ଏହି ସମୟ ଭିତରେ ଆଇନର ଆଶ୍ରୟ ନେଇ ପାରିବେ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି  ନିଷ୍ପତ୍ତି ନେଇଛନ୍ତି ।  କୋଲକାତାର ପୂର୍ବତନ ପୁଲିସ ଅଧିକାରୀ ରାଜୀବ କୁମାର ସାରଦା ଚିଟଫଣ୍ଡ ମାମଲାରେ ପ୍ରମାଣ ନଷ୍ଟ କରିଥିବା ଅଭିଯୋଗ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

“ମନରେ ହାରିବା ଭୟ…”: ଜିମ୍ବାୱେ ଟି-୨୦ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କ ବଡ଼ ବିବୃତ୍ତି

July 23, 2026

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026
Latest News

“ମନରେ ହାରିବା ଭୟ…”: ଜିମ୍ବାୱେ ଟି-୨୦ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କ ବଡ଼ ବିବୃତ୍ତି

July 23, 2026

ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧିନରେ ଓଡ଼ିଶାର ନୀଳ ଅର୍ଥନୀତି

July 23, 2026

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.