ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୮୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୮୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୬୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୨
ବାଲେଶ୍ଵର ଜିଲ୍ଲାରୁ- ୮
ବରଗଡ ଜିଲ୍ଲାରୁ- ୯
ବଲାଙ୍ଗୀରି ଜିଲ୍ଲାରୁ- ୯
ବୌଦ୍ଧ ଜିଲ୍ଲାରୁ- ୪
କଟକ ଜିଲ୍ଲାରୁ- ୨୨
ଦେବଗଡ ଜିଲ୍ଲାରୁ- ୫
ଗଜପତି ଜିଲ୍ଲାରୁ- ୫
ଗଞ୍ଜାମ ଜିଲ୍ଲାରୁ- ୬
ଜଗତସିଂହପୁର ଜିଲ୍ଲାରୁ- ୨
ଯାଜପୁର ଜିଲ୍ଲାରୁ- ୭
ଝାରସୁଗୁଡା ଜିଲ୍ଲାରୁ- ୩
କଳାହାଣ୍ଡି ଜିଲ୍ଲାରୁ- ୭
କେନ୍ଦ୍ରପଡା ଜିଲ୍ଲାରୁ- ୪
କେନ୍ଦୁଝର ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୬୧
କୋରାପୁଟ ଜିଲ୍ଲାରୁ- ୫
ମୟୂରଭଞ୍ଜ ଜିଲ୍ଲାରୁ- ୧୨
ନବରଙ୍ଗପୁର ଜିଲ୍ଲାରୁ- ୫
ନୟାଗଡ ଜିଲ୍ଲାରୁ- ୧୨
ନୂଆପଡା ଜିଲ୍ଲାରୁ- ୧୫
ପୁରୀ ଜିଲ୍ଲାରୁ- ୪
ରାୟଗଡା ଜିଲ୍ଲାରୁ- ୧
ସମ୍ବଲପୁର ଜିଲ୍ଲାରୁ- ୮
ସୋନପୁର ଜିଲ୍ଲାରୁ- ୩
ସୁନ୍ଦରଗଡ ଜିଲ୍ଲାରୁ- ୪୫
ଷ୍ଟେଟ ପୁଲରୁ- ୧୪
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୩ ହଜାର ୫୮୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୧ ହଜାର ୩୯୪ ଏବଂ ବର୍ତ୍ତମାନ ୨୯୮୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।