Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଧ୍ବୀ ପ୍ରଜ୍ଞାଙ୍କ ବିବାଦୀୟ ବୟାନ : ନିର୍ବାଚନ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ କଲେ ସିଇଓ
ଆଜିର ଖବର

ସାଧ୍ବୀ ପ୍ରଜ୍ଞାଙ୍କ ବିବାଦୀୟ ବୟାନ : ନିର୍ବାଚନ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ କଲେ ସିଇଓ

May 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
EC seeks report on swadhivs Nathuram Godse statement
EC seeks report on swadhivs Nathuram Godse statement

ଗୁରୁବାର ବିଜେପିର ସାଂସଦ ପ୍ରାର୍ଥୀ ପ୍ରଜ୍ଞା ସିଂ ଠାକୁରଙ୍କ ବିବାଦୀୟ ବୟାନ ଉପରେ ନିଜର ରିପୋର୍ଟ ଦାଖଲ କରିଛନ୍ତି ମଧ୍ୟପ୍ରଦେଶ ସିଇଓ । ଉଲ୍ଲେଖଯୋଗ୍ୟ ଯେ, ଗୁରୁବାର ଗାନ୍ଧିଜୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଜଣେ ଦେଶଭକ୍ତ ଭାବରେ ସାଧ୍ବୀ ବର୍ଣ୍ଣନା କରିଥିଲେ । ଭୋପାଳରୁ ବିଜେପିର ସାଂସଦ ପ୍ରାର୍ଥୀଙ୍କ ଏହି ବିବାଦୀୟ ମନ୍ତବ୍ୟର ରିପୋର୍ଟ ମଧ୍ୟପ୍ରଦେଶ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି ଏଲ୍‌ କାନ୍ତରାଓଶୁକ୍ରବାର ଦିନ ନିର୍ବାଚନ କମିଶନଙ୍କୁ ପ୍ରଦାନ କରିଛନ୍ତି । ଗତକାଲି ଏହି ମାମଲାର ବିସ୍ତୃତ ରିପୋର୍ଟ ପ୍ରଦାନ କରିବା ନିମନ୍ତେ, ଅଗର ମଲଓ୍ବା ଜିଲ୍ଲାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ସିଇଓ । ନିର୍ବାଚନ ଅଧିକାରୀଙ୍କ ରିପୋର୍ଟ ପରେ ଆଜି ସିଇଓ ନିଜର ରିପୋର୍ଟ ପ୍ରଦାନ କରିଛନ୍ତି । ଘଟଣାକ୍ରମରେ ଏହି ମନ୍ତବ୍ୟକୁ ନିଜର ବ୍ୟକ୍ତିଗତ ମନ୍ତବ୍ୟ ବୋଲି ଅଭିହିତ କରିବା ସହିତ ଏନେଇ କ୍ଷମା ପ୍ରାର୍ଥନା କରିଥିଲେ ସାଧ୍ବୀ । ଏହି ଘଟଣା ଉପରେ ନିର୍ବାଚନ କମିଶନ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ଆଶା କରା ଯାଉଛି । ପୂର୍ବରୁ ସାଧ୍ବୀଙ୍କୁ ବିବାଦୀୟ ବୟାନ ନେଇ ତାଙ୍କୁ ତିନି ଦିନ ପାଇଁ ପ୍ରଚାର କରିବାରୁ ବାସନ୍ଦ କରିଥିଲେ ନିର୍ବାଚନ କମିଶନ ।

Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025
Latest News

‘ଟାଟା ପାୱାର ଓଡିଶା ଛାଡ’ ନାରା ନେଇ ସାରା ରାଜ୍ୟରେ ବିକ୍ଷୋଭ କରିବ ରାଜ୍ୟ କଂଗ୍ରେସ

December 21, 2025

ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…

December 21, 2025

ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

December 21, 2025

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ତୃତୀୟ ଆଶେସ୍ ଟେଷ୍ଟ ପରେ ବହୁତ ବଦଳିଲା WTC ପଏଣ୍ଟ ଟେବୁଲ: ବିପଦପୂର୍ଣ୍ଣ ସ୍ଥିତିରେ ଟିମ୍ ଇଣ୍ଡିଆ

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.