Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୪ ଭାରତ୍ତୋଳକ ଡୋପ୍‌ ଟେଷ୍ଟରେ ବିଫଳ
ଆଜିର ଖବର

୧୪ ଭାରତ୍ତୋଳକ ଡୋପ୍‌ ଟେଷ୍ଟରେ ବିଫଳ

May 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Fourteen weightlifters fail dope tests, asked to leave national camp
Fourteen weightlifters fail dope tests, asked to leave national camp

୧୪ ଭାରତୀୟ ଭାରତ୍ତୋଳକ ଡୋପ୍‌ ଟେଷ୍ଟରେ ବିଫଳ ହୋଇଥିବା ଜଣାପଡିଛି । ଓ୍ବାଡା ପକ୍ଷରୁ ପ୍ରକାଶିତ ତଥ୍ୟ ଅନୁଯାୟୀ ଏହି ଭାରତ୍ତୋଳକ ମାନେ ଓଷ୍ଟ୍ରେନ୍‌ (ଏନୋବୋସାର୍ମ) ନାମକ ନିଷିଦ୍ଧ ଡ୍ରଗ୍ସ ସେବନ କରିଛନ୍ତି । ଓ୍ବାଡା ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ ଏହି ଭାରତ୍ତୋଳନକାରୀଙ୍କ ମଧ୍ୟରେ୨୦୧୦ ରାଜ୍ୟଗୋଷ୍ଠୀ ସ୍ବର୍ଣ୍ଣପଦକ ବିଜେତା ଜଣେ ଭାରତ୍ତୋଳକ ମଧ୍ୟ ରହିଛନ୍ତି । ଚଳିତ ଫେବୃୟାରୀରେ ଅନୁଷ୍ଠିତ ହୋଇଥିବା ଜାତୀୟ ଭାରୋତ୍ତଳନ ପ୍ରତିଯୋଗିତାରେ ଏହି ପ୍ରତିଯୋଗୀ ମାନଙ୍କୁ ଚିହ୍ନଟ କରାଯାଇଛି । ସମୁଦାୟ ୨୬ଜଣ ପ୍ରତିଯୋଗୀଙ୍କ ନମୁନା ପରୀକ୍ଷଣ କରାଯାଇଥିବା ବେଳେ ତା ଭିତରୁ ୧୪ଜଣ ପ୍ରତିଯୋଗୀ ଧରା ପଡିବା ନିହାତି ଲଜ୍ଜାଜନକ ବିଷୟ ବୋଲି ନାଡା ପକ୍ଷରୁ କୁହାଯାଇଛି । ପ୍ରତିଯୋଗୀଙ୍କ ନାମ ଗୋପନ ରଖାଯାଇଥିବା ବେଳେ ପଜିଟିଭ୍‌ ସାବ୍ୟସ୍ତ ହୋଇଥିବା ସମସ୍ତଙ୍କୁ କ୍ୟାମ୍ପ ଛାଡିବାକୁ ଫେଡେରେସନ୍‌ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହି ତାଲିକାରେ ରେଲଓ୍ବେ ଏବଂ ସର୍ଭିସେସ୍‌ର କିଛି ପ୍ରତିଯୋଗୀ ମଧ୍ୟ ରହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ୨୦୧୯ରେ ଓଷ୍ଟ୍ରେନ୍‌ ବା ଏନୋବୋସାର୍ମକୁ ନିଷିଦ୍ଧ ଡ୍ରଗ୍‌ ତାଲିକାରେ ସାମିଲ କରିଥିଲା ଓ୍ବାଡା ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025
BJP Ads
Latest News

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.