Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରୀ
ଆଜିର ଖବର

ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରୀ

August 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରୀ

ଭୁବନେଶ୍ବର: ଆଗାମୀ ୨୪ଘଣ୍ଟା ସୁଦୃଶଃ-ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।  ସେହି ଜିଲ୍ଲାଗୁଡିକ ହେଲା ଭଦ୍ରକ, ବାଲେଶ୍ୱର,ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, କେନ୍ଦ୍ରାପଡା, ମୟୁରଭଞ୍ଜ ଏବଂ କେନ୍ଦୁଝର। ଏହି ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପ୍ରବଳ ବର୍ଷା ପାଇଁ ୟଲୋ ୱାର୍ଣ୍ଣି ଜାରୀ କରିଛି।

ସେହିପରି ସମୁଦ୍ର ଅଶାନ୍ତ ରୁ ଅତ୍ୟଧିକ ଅଶାନ୍ତ ସ୍ଥିତି ରହିବ। ସେଥିପାଇଁ ୧୯ ଏବଂ ୨୦ ତାରିଖରେ ମତ୍ସ୍ୟଜୀବୀମାନଙ୍କୁ ଓଡିଶା ଉପକୂଳର ଆଖପାଖ ଅଞ୍ଚଳର ସମୁଦ୍ର ଭିତରକୁ ନି ଯିବା ପାଇଁ ସତର୍କ ସୂଚନା ପ୍ରଦାନ କରାଯାଇଛି। ଆଜି ସଂଧ୍ୟାରେ ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର ଜିଲ୍ଲାର କିଛି ଅଞ୍ଚଳରେ ହାଲକା ବର୍ଷା ଆରମ୍ଭ ହୋଇଯାଇଛି। ଏହି ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଆହୁରି ଗମ୍ଭିର ହେବ ବୋଲି ଜଣାପଡିଛି।

ଆଉ ଏକ ଲଘୁଚାପ ବନ୍ୟା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026
Latest News

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.