ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୩୨୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୧ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୮୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୧
ବାଲେଶ୍ଵର ଜିଲ୍ଲାରୁ- ୫
ବରଗଡ ଜିଲ୍ଲାରୁ- ୧୩
ଭଦ୍ରକ ଜିଲ୍ଲାରୁ- ୫
ବଲାଙ୍ଗୀରି ଜିଲ୍ଲାରୁ- ୧୩
ବୌଦ୍ଧ ଜିଲ୍ଲାରୁ- ୧୭
କଟକ ଜିଲ୍ଲାରୁ- ୧୪
ଦେବଗଡ ଜିଲ୍ଲାରୁ- ୪
ଗଜପତି ଜିଲ୍ଲାରୁ- ୫
ଗଞ୍ଜାମ ଜିଲ୍ଲାରୁ- ୨
ଜଗତସିଂହପୁର ଜିଲ୍ଲାରୁ- ୬
ଯାଜପୁର ଜିଲ୍ଲାରୁ- ୫
ଝାରସୁଗୁଡା ଜିଲ୍ଲାରୁ- ୫
କଳାହାଣ୍ଡି ଜିଲ୍ଲାରୁ- ୩୩
କନ୍ଧମାଳ ଜିଲ୍ଲାରୁ- ୯
କେନ୍ଦ୍ରପଡା ଜିଲ୍ଲାରୁ- ୪
କେନ୍ଦୁଝର ଜିଲ୍ଲାରୁ- ୪
ଖୋର୍ଦ୍ଧା ଜିଲ୍ଲାରୁ- ୪୯
କୋରାପୁଟ ଜିଲ୍ଲାରୁ- ୩
ମୟୂରଭଞ୍ଜ ଜିଲ୍ଲାରୁ- ୧୨
ନବରଙ୍ଗପୁର ଜିଲ୍ଲାରୁ- ୮
ନୟାଗଡ ଜିଲ୍ଲାରୁ- ୨
ନୂଆପଡା ଜିଲ୍ଲାରୁ- ୧୧
ପୁରୀ ଜିଲ୍ଲାରୁ- ୩
ସମ୍ବଲପୁର ଜିଲ୍ଲାରୁ- ୨୪
ସୋନପୁର ଜିଲ୍ଲାରୁ- ୭
ସୁନ୍ଦରଗଡ ଜିଲ୍ଲାରୁ- ୪୫
ଷ୍ଟେଟ ପୁଲରୁ- ୧୧
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୭୭୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୨ ହଜାର ୯୦୧ ଏବଂ ବର୍ତ୍ତମାନ ୨୬୫୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।