Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ୩୨୦ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଆଜିର ଖବର

ଆଜି ରାଜ୍ୟରେ ୩୨୦ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

August 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୩୨୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୧ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୮୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ- ୧୩

ଭଦ୍ରକ ଜିଲ୍ଲାରୁ- ୫

ବଲାଙ୍ଗୀରି ଜିଲ୍ଲାରୁ- ୧୩

ବୌଦ୍ଧ ଜିଲ୍ଲାରୁ- ୧୭

କଟକ ଜିଲ୍ଲାରୁ- ୧୪

ଦେବଗଡ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୬

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୫

କଳାହାଣ୍ଡି ଜିଲ୍ଲାରୁ- ୩୩

କନ୍ଧମାଳ ଜିଲ୍ଲାରୁ- ୯

କେନ୍ଦ୍ରପଡା ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୪୯

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନବରଙ୍ଗପୁର ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୨୪

ସୋନପୁର ଜିଲ୍ଲାରୁ- ୭

ସୁନ୍ଦରଗଡ ଜିଲ୍ଲାରୁ- ୪୫

ଷ୍ଟେଟ ପୁଲରୁ- ୧୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୭୭୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୨ ହଜାର ୯୦୧ ଏବଂ ବର୍ତ୍ତମାନ ୨୬୫୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କରୋନା କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ନାଗରିକମାନଙ୍କୁ ଚେତାବନୀ ଦେଲା ଆମେରିକା: ଇରାନ ଛାଡ଼ିବାକୁ ଦେଲା ପରାମର୍ଶ

January 13, 2026

PLI ଅଟୋ ଯୋଜନା: 13.61 ଲକ୍ଷରୁ ଅଧିକ ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହନ

January 13, 2026

ଆଜି ବାଂଲାଦେଶ ଫେରିବେ ଜେଲରେ ଥିବା ୩୮ ଅବୈଧ ବାଂଲାଦେଶୀ ନାଗରିକ

January 13, 2026

ବିଏମସି ନିର୍ବାଚନ ପୂର୍ବରୁ ୬,୮୭୧ ଅଧିକାରୀ ଏବଂ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

January 13, 2026
Latest News

ନିଜ ନାଗରିକମାନଙ୍କୁ ଚେତାବନୀ ଦେଲା ଆମେରିକା: ଇରାନ ଛାଡ଼ିବାକୁ ଦେଲା ପରାମର୍ଶ

January 13, 2026

PLI ଅଟୋ ଯୋଜନା: 13.61 ଲକ୍ଷରୁ ଅଧିକ ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହନ

January 13, 2026

ଆଜି ବାଂଲାଦେଶ ଫେରିବେ ଜେଲରେ ଥିବା ୩୮ ଅବୈଧ ବାଂଲାଦେଶୀ ନାଗରିକ

January 13, 2026

ବିଏମସି ନିର୍ବାଚନ ପୂର୍ବରୁ ୬,୮୭୧ ଅଧିକାରୀ ଏବଂ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

January 13, 2026

ପିତାମାତାଙ୍କ ସେବା ନକଲେ କଟିବ ଦରମା: ଏହି ରାଜ୍ୟ ଆଣିବ ନୂଆ ଆଇନ

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.