ଆଜି ରାଜ୍ୟରେ ୩୨୦ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Aug 20, 2022, 10:36 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୩୨୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୧ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୮୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ- ୧୩

ଭଦ୍ରକ ଜିଲ୍ଲାରୁ- ୫

ବଲାଙ୍ଗୀରି ଜିଲ୍ଲାରୁ- ୧୩

ବୌଦ୍ଧ ଜିଲ୍ଲାରୁ- ୧୭

କଟକ ଜିଲ୍ଲାରୁ- ୧୪

ଦେବଗଡ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୬

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୫

କଳାହାଣ୍ଡି ଜିଲ୍ଲାରୁ- ୩୩

କନ୍ଧମାଳ ଜିଲ୍ଲାରୁ- ୯

କେନ୍ଦ୍ରପଡା ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୪୯

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନବରଙ୍ଗପୁର ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୨୪

ସୋନପୁର ଜିଲ୍ଲାରୁ- ୭

ସୁନ୍ଦରଗଡ ଜିଲ୍ଲାରୁ- ୪୫

ଷ୍ଟେଟ ପୁଲରୁ- ୧୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୭୭୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୨ ହଜାର ୯୦୧ ଏବଂ ବର୍ତ୍ତମାନ ୨୬୫୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts