Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରୀ ମହାବିଦ୍ୟାଳୟରେ ୩୩୪ ଜଣଙ୍କୁ ଦିଆଯିବ ନିଯୁକ୍ତି, ମୁଖ୍ୟମନ୍ତ୍ରୀ ଦେବେ ଦିଗଦର୍ଶନ
ଆଜିର ଖବର

ସରକାରୀ ମହାବିଦ୍ୟାଳୟରେ ୩୩୪ ଜଣଙ୍କୁ ଦିଆଯିବ ନିଯୁକ୍ତି, ମୁଖ୍ୟମନ୍ତ୍ରୀ ଦେବେ ଦିଗଦର୍ଶନ

August 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଡିଗ୍ରୀ ମହାବିଦ୍ୟାଳୟଗୁଡ଼ିକରେ ୩୩୪ ଜଣ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତ ହେବେ। ଏମାନଙ୍କ ମଧ୍ୟରେ ୧୮ ଜଣ ଶାରୀରିକ ଶିକ୍ଷା ପ୍ରଶିକ୍ଷକ (ପିଇଟି), ୨୫ ଜଣ କନିଷ୍ଠ ଗ୍ରନ୍ଥାଗାରିକ (ଜୁନିଅର ଲାଇବ୍ରେରିଆନ୍‌) ଏବଂ ୨୯୧ ଜଣ ବିଜ୍ଞାନାଗାର ସହାୟକ ତଥା ଭଣ୍ଡାର ରକ୍ଷକ (ଲାବୋରେଟୋରୀ ଆସିଷ୍ଟାଣ୍ଟ-କମ୍‌-ଷ୍ଟୋର କିପର) ଅଛନ୍ତି ।

ନବନିଯୁକ୍ତ ଶିକ୍ଷକ ଓ ଅଣଶିକ୍ଷକମାନଙ୍କ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଆସନ୍ତା ଅଗଷ୍ଟ ୨୫ ତାରିଖ ଅପରାହ୍ନ ୫.୩୦ ସମୟରେ ଲୋକସେବା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ଏହି ଅବସରରେ ନବନିଯୁକ୍ତ ଶିକ୍ଷକ ଓ ଅଣଶିକ୍ଷକମାନଙ୍କୁ ନିଯୁକ୍ତି ଆଦେଶ ପ୍ରଦାନ କରାଯିବ।ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଉପସ୍ଥିତ ରହି ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

ନବୀନ ପଟ୍ଟନାୟକ ସରକାରୀ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ଓଡିଶାର ତିନି ଜଣ, ମୋଟ ୧୯ ଜଣ ନେଲେ ଶପଥ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026
Latest News

ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ଓଡିଶାର ତିନି ଜଣ, ମୋଟ ୧୯ ଜଣ ନେଲେ ଶପଥ

April 6, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.