Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତିମ ପର୍ଯ୍ୟାୟର ପ୍ରଚାରର ଶେଷ ଦିନରେ ସଂଖ୍ୟା ଗରିଷ୍ଠତା ହାସଲ ନେଇ ମୋଦିଙ୍କ ଦୃଢୋକ୍ତି
ଆଜିର ଖବର

ଅନ୍ତିମ ପର୍ଯ୍ୟାୟର ପ୍ରଚାରର ଶେଷ ଦିନରେ ସଂଖ୍ୟା ଗରିଷ୍ଠତା ହାସଲ ନେଇ ମୋଦିଙ୍କ ଦୃଢୋକ୍ତି

May 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
modi confident to get 300 seats
modi confident to get 300 seats

ଚଳିତ ନିର୍ବାଚନରେ ଅନ୍ତିମ ପର୍ଯ୍ୟାୟ ପାଇଁ ଆଜି ହେଉଛି ପ୍ରଚାରର ଶେଷ ଦିନ । ଆସନ୍ତା ୧୯ ତାରିଖରେ ସପ୍ତମ ପର୍ଯ୍ୟାୟ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।  ଶୁକ୍ରବାର ଦିନ ମଧ୍ୟପ୍ରଦେଶର ଖରଗୌଣରେ ଏକ ଜନସଭାକୁ ଉଦ୍‌ବୋଧନ ଦେଇ ବିଜେପି ଏଥର ସଂଖ୍ୟା ଗରିଷ୍ଠତା ହାସଲ କରିବ ବୋଲି କହିଛନ୍ତି । ରାଲିରେ ‘ଅବକୀ ବାର ମୋଦି ସରକାର’ର ନାରା ଲଗାଇ କହିଛନ୍ତି ଯେ, – ୩-୪ ଦିନ ହେବ ବିଜେପି ୩୦୦ ପାର କରିବ ବୋଲି ଶୁଣୁଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ୨୦୧୯ ନିର୍ବାଚନ ଅନ୍ୟ ନିର୍ବାଚନ ଠାରୁ ଭିନ୍ନ କାରଣ ଏହି ନିର୍ବାଚନର ନେତୃତ୍ୱ ଜନତା ନେଉଛନ୍ତି। କଂଗ୍ରେସ ଦଳ ଦେଶଦ୍ରୋହ ଆଇନ ଉଛେଦ ପ୍ରସଙ୍ଗ ନେଇ ରାଜନୀତି କରିବାକୁ ଚେଷ୍ଟା କରି ବିଫଳ ହେଲା ଯେହେତୁ ଦେଶବାସୀ କଂଗ୍ରେସକୁ ପ୍ରତ୍ୟାଖାନ କଲେ। ମୋଦୀ କହିଛନ୍ତି, ଯେଉଁମାନେ ଜାମ୍ମୁ କାଶ୍ମୀର ପାଇଁ ଅଲଗା ପ୍ରଧାନମନ୍ତ୍ରୀ କଥା କହୁଛନ୍ତି, ସେମାନଙ୍କୁ ଲୋକମାନେ ଏହି ନିର୍ବାଚନରେ ଦଣ୍ଡ ଦେବେ। ଏହି ଅବସରରେ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି ମୋଦି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025

ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ ଢେଙ୍କାନାଳରେ ଅନୁଷ୍ଠିତ ହେବ ଫଟୋଗ୍ରାଫୀ ପ୍ରତିଯୋଗିତା

September 17, 2025
Latest News

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

September 17, 2025

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.