ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୯୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୪ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୭୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୨୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୧
ବାଲେଶ୍ଵର ଜିଲ୍ଲାରୁ- ୪
ବରଗଡ ଜିଲ୍ଲାରୁ- ୮
ବଲାଙ୍ଗୀରି ଜିଲ୍ଲାରୁ- ୨୧
ବୌଦ୍ଧ ଜିଲ୍ଲାରୁ- ୨
କଟକ ଜିଲ୍ଲାରୁ- ୨୦
ଦେବଗଡ ଜିଲ୍ଲାରୁ- ୨
ଢେଙ୍କାନାଳ ଜିଲ୍ଲାରୁ- ୨
ଗଜପତି ଜିଲ୍ଲାରୁ- ୬
ଜଗତସିଂହପୁର ଜିଲ୍ଲାରୁ- ୩
ଯାଜପୁର ଜିଲ୍ଲାରୁ- ୬
ଝାରସୁଗୁଡା ଜିଲ୍ଲାରୁ- ୬
କଳାହାଣ୍ଡି ଜିଲ୍ଲାରୁ- ୨୩
କନ୍ଧମାଳ ଜିଲ୍ଲାରୁ- ୪
କେନ୍ଦ୍ରାପଡା ଜିଲ୍ଲାରୁ- ୫
ଖୋର୍ଦ୍ଧା ଜିଲ୍ଲାରୁ- ୬୩
କୋରାପୁଟ ଜିଲ୍ଲାରୁ- ୨
ମାଲକାନଗିରି ଜିଲ୍ଲାରୁ- ୧୭
ମୟୂରଭଞ୍ଜ ଜିଲ୍ଲାରୁ- ୧୭
ନବରଙ୍ଗପୁର ଜିଲ୍ଲାରୁ- ୭
ନୟାଗଡ ଜିଲ୍ଲାରୁ- ୭
ନୂଆପଡା ଜିଲ୍ଲାରୁ- ୬
ପୁରୀ ଜିଲ୍ଲାରୁ- ୩
ରାୟଗଡା ଜିଲ୍ଲାରୁ- ୩
ସମ୍ବଲପୁର ଜିଲ୍ଲାରୁ- ୧୩
ସୋନପୁର ଜିଲ୍ଲାରୁ- ୨
ସୁନ୍ଦରଗଡ ଜିଲ୍ଲାରୁ- ୪୪
ଷ୍ଟେଟ ପୁଲରୁ- ୧୫
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୭୬୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୪ ହଜାର ୩୪୯ ଏବଂ ବର୍ତ୍ତମାନ ୨୧୯୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।