Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତିମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ଶେଷ
ଆଜିର ଖବର

ଅନ୍ତିମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ଶେଷ

May 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
last phase voting in india
last phase voting in india

ସପ୍ତଦଶ ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ପାଇଁ ଶୁକ୍ରବାର ପ୍ରଚାର ଶେଷ ହୋଇଛି । ମେ ୧୯ ତାରିଖରେ ହେବାକୁ ଥିବା ଏହି ଅନ୍ତିମ ପର୍ଯ୍ୟାୟରେ ୭ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ୫୯ଟି ଲୋକସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ । ଅନ୍ତିମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟାନ୍ୟ ହେଭିଓ୍ବେଟ୍‌ ନେତାଙ୍କ ଭାଗ୍ୟ ପରୀକ୍ଷା ହେବ । ଅନ୍ୟ ହେଭିଓ୍ବେଟ୍‌ ନେତାଙ୍କ ମଧ୍ୟରେ ବିଜେପି ନେତା ରବିଶଙ୍କର ପ୍ରସାଦ, କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା, ଏବଂ ଅଭିନେତାରୁ ନେତା ବନିଥିବା ସନ୍ନି ଦେଓଲ ପ୍ରମୁଖ ରହିଛନ୍ତି । ତେବେ ଏହି ଅନ୍ତିମ ପର୍ଯ୍ୟାୟରେ ପ୍ରଥମଥର ପାଇଁ ନିର୍ବାଚନ ପ୍ରଚାରର ଶେଷ ହେବାର ଗୋଟିଏ ଦିନ ପୂର୍ବରୁ ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ବନ୍ଦ ପାଇଁ ନିର୍ବାଚନ ଆୟୋଗ ନିଷ୍ପତ୍ତି ନେଇଥିଲେ । ଯାହାକୁ ନେଇ ରାଜନୈତିକ ବୟାନବାଜି ବେଶ୍‌ ସରଗରମ ରହିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଦକ୍ଷିଣ ମୋଡ ପରେ ଗୁଣ୍ଡିଚା ମନ୍ଦିରର ନାକ ଚଣା ଦ୍ୱାର ସମ୍ମୁଖରେ ତିନି ରଥ

July 22, 2026

ରେଳ ନିରାପତ୍ତା ବୃଦ୍ଧି ପାଇଁ ଏଆଇ ସଞ୍ଚାଳିତ ରୋବଟିକ୍ ସୁରକ୍ଷା ପ୍ଲାଟଫର୍ମ “ଡିଏସ୍‌ସି ଅର୍ଜୁନ” ର ଶୁଭାରମ୍ଭ 

July 22, 2026
Latest News

ଛାତ୍ରଛାତ୍ରୀମାନଙ୍କ ପ୍ରତିବାଦ ପ୍ରତି ଯୁବରାଜ ସିଂହଙ୍କ ପ୍ରତିକ୍ରିୟା: ସମସ୍ତଙ୍କୁ ଜାଣିବା ଜରୁରୀ

July 23, 2026

ଇସ୍ତଫା ଦେବେ ଧର୍ମେନ୍ଦ୍ର ପ୍ରଧାନ?: ସ୍ପଷ୍ଟ କଲେ କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଓଡ଼ିଶାର ୧୩ ଗୁଣ ବଢ଼ିଛି ରେଳ ବଜେଟ୍‌ ଆବଣ୍ଟନ

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.