Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତିମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ଶେଷ
ଆଜିର ଖବର

ଅନ୍ତିମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ଶେଷ

May 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
last phase voting in india
last phase voting in india

ସପ୍ତଦଶ ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ପାଇଁ ଶୁକ୍ରବାର ପ୍ରଚାର ଶେଷ ହୋଇଛି । ମେ ୧୯ ତାରିଖରେ ହେବାକୁ ଥିବା ଏହି ଅନ୍ତିମ ପର୍ଯ୍ୟାୟରେ ୭ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ୫୯ଟି ଲୋକସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ । ଅନ୍ତିମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟାନ୍ୟ ହେଭିଓ୍ବେଟ୍‌ ନେତାଙ୍କ ଭାଗ୍ୟ ପରୀକ୍ଷା ହେବ । ଅନ୍ୟ ହେଭିଓ୍ବେଟ୍‌ ନେତାଙ୍କ ମଧ୍ୟରେ ବିଜେପି ନେତା ରବିଶଙ୍କର ପ୍ରସାଦ, କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା, ଏବଂ ଅଭିନେତାରୁ ନେତା ବନିଥିବା ସନ୍ନି ଦେଓଲ ପ୍ରମୁଖ ରହିଛନ୍ତି । ତେବେ ଏହି ଅନ୍ତିମ ପର୍ଯ୍ୟାୟରେ ପ୍ରଥମଥର ପାଇଁ ନିର୍ବାଚନ ପ୍ରଚାରର ଶେଷ ହେବାର ଗୋଟିଏ ଦିନ ପୂର୍ବରୁ ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ବନ୍ଦ ପାଇଁ ନିର୍ବାଚନ ଆୟୋଗ ନିଷ୍ପତ୍ତି ନେଇଥିଲେ । ଯାହାକୁ ନେଇ ରାଜନୈତିକ ବୟାନବାଜି ବେଶ୍‌ ସରଗରମ ରହିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ବିକାଶ ଆଭିମୁଖ୍ୟ ସାମ୍ବିଧାନିକ ମୂଲ୍ୟବୋଧ ସହିତ ସମନ୍ୱିତ ହେବା ଆବଶ୍ୟକ: ଅଖିଳ କୁମାର ମିଶ୍ର

November 25, 2025

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ନିୟମିତ ଚଳାଚଳ କରିବ ଉଧନା-ବ୍ରହ୍ମପୁର ଅମୃତ ଭାରତ ଏକ୍ସପ୍ରେସ୍

November 25, 2025

ଶିକ୍ଷକ ବଦଳି ବାତିଲ ଦାବିରେ ବିଦ୍ୟାଳୟରେ ତାଲା: ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ସ୍କୁଲ କମିଟି

November 25, 2025

ଏନପିଏସ, ୟୁପିଏସ ବିରୋଦ୍ଧରେ ଦିଲ୍ଲୀରେ ବିଶାଳ କର୍ମଚାରୀ ସମାବେଶ

November 25, 2025
Latest News

ଭାରତର ବିକାଶ ଆଭିମୁଖ୍ୟ ସାମ୍ବିଧାନିକ ମୂଲ୍ୟବୋଧ ସହିତ ସମନ୍ୱିତ ହେବା ଆବଶ୍ୟକ: ଅଖିଳ କୁମାର ମିଶ୍ର

November 25, 2025

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ନିୟମିତ ଚଳାଚଳ କରିବ ଉଧନା-ବ୍ରହ୍ମପୁର ଅମୃତ ଭାରତ ଏକ୍ସପ୍ରେସ୍

November 25, 2025

ଶିକ୍ଷକ ବଦଳି ବାତିଲ ଦାବିରେ ବିଦ୍ୟାଳୟରେ ତାଲା: ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ସ୍କୁଲ କମିଟି

November 25, 2025

ଏନପିଏସ, ୟୁପିଏସ ବିରୋଦ୍ଧରେ ଦିଲ୍ଲୀରେ ବିଶାଳ କର୍ମଚାରୀ ସମାବେଶ

November 25, 2025

୧୨ ଟି ବିଭାଗରେ ନିଯୁକ୍ତି ପାଇଲେ ୭,୨୯୩: ନବନିଯୁକ୍ତ ମାନଙ୍କୁ ଚାରୋଟି ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

November 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.