Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରବଣବାଧିତଙ୍କ ପାଇଁ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଯୋଗାଇ ଦେବ ଅତ୍ୟାଧୁନିକ ଶ୍ରବଣ ଯନ୍ତ୍ର
ଆଜିର ଖବର

ଶ୍ରବଣବାଧିତଙ୍କ ପାଇଁ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଯୋଗାଇ ଦେବ ଅତ୍ୟାଧୁନିକ ଶ୍ରବଣ ଯନ୍ତ୍ର

August 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରବଣବାଧିତଙ୍କ ପାଇଁ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଯୋଗାଇ ଦେବ ଅତ୍ୟାଧୁନିକ ଶ୍ରବଣ ଯନ୍ତ୍ର

ଭୁବନେଶ୍ୱର: ଶ୍ରବଣବାଧିତଙ୍କ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଅତ୍ୟାଧୁନିକ ଶ୍ରବଣ ଯନ୍ତ୍ର କିଣିବା ନିମନ୍ତେ ବ୍ୟବସ୍ଥା କରାଯାଇଛି। ପ୍ରାୟ ୮୦୦ ଅତ୍ୟାଧୁନିକ ଶ୍ରବଣ ଯନ୍ତ୍ର କିଣିବା ନିମନ୍ତେ ବିଭାଗୀୟ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ନିର୍ଦ୍ଦେଶ ଦେଇଛନ୍ତି।

ବିଟିଇର ୮ ଚ୍ୟାନେଲ ଓ ୧୨ ଚ୍ୟାନେଲବିଶିଷ୍ଟ ପ୍ରତ୍ୟେକରୁ ୨୦୦ ଲେଖାଏଁ ଏବଂ ଆଇଟିସିର ୮ ଓ ୧୨ ଚ୍ୟାନେଲ୍‌ବିଶିଷ୍ଟ ପ୍ରତ୍ୟେକରୁ ୨୦୦ ଲେଖାଏଁ କରି ମୋଟ ୮୦୦ ଅତ୍ୟାଧୁନିକ ଶ୍ରବଣ ଯନ୍ତ୍ର କିଣିବା ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ଉତ୍ତମ ବ୍ରାଣ୍ଡର ଶ୍ରବଣ ଯନ୍ତ୍ର ଉପରେ ଗୁରୁତ୍ୱ ଦିଆଯାଇଛି। ଏଗୁଡ଼ିକ ପାରମ୍ପରିକ ଶ୍ରବଣ ଯନ୍ତ୍ରଠାରୁ ଅଧିକ ଉନ୍ନତ।

ବିଟିଇ ଶ୍ରବଣ ଯନ୍ତ୍ରଟି କାନର ଉପରେ ରଖାଯିବ ଓ ଏହା କାନର ପଛପାଖରେ ଝୁଲି ରହିବ। ଏପରି ଯନ୍ତ୍ର ସବୁ ବୟସର ଲୋକଙ୍କ ସବୁପ୍ରକାର ଶ୍ରବଣ ବାଧକତାକୁ ଦୂର କରିବାରେ ସହାୟକ ହେବ। ଅନ୍ୟପକ୍ଷରେ ଆଇଟିସି ଶ୍ରବଣ ଯନ୍ତ୍ରଟି କାନ ଭିତରେ ରହିପାରିବ। ଅତ୍ୟନ୍ତ ଗୁରୁତର ଶ୍ରବଣ ସମସ୍ୟା ରହିଥିବା ଲୋକମାନଙ୍କ ପାଇଁ ଏହା ଅତ୍ୟନ୍ତ ଉପାଦେୟ ହେବ।

ଅଶୋକ ଚନ୍ଦ୍ର ପଣ୍ଡା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026
Latest News

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.