ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୩୫୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୮୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୦୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୪୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୧
ବାଲେଶ୍ଵର ଜିଲ୍ଲାରୁ- ୭
ବରଗଡ ଜିଲ୍ଲାରୁ- ୧୨
ଭଦ୍ରକ ଜିଲ୍ଲାରୁ- ୨
ବଲାଙ୍ଗୀରି ଜିଲ୍ଲାରୁ- ୨୫
ବୌଦ୍ଧ ଜିଲ୍ଲାରୁ- ୨୮
କଟକ ଜିଲ୍ଲାରୁ- ୨୨
ଦେବଗଡ ଜିଲ୍ଲାରୁ- ୩
ଢେଙ୍କାନାଳ ଜିଲ୍ଲାରୁ- ୧
ଗଜପତି ଜିଲ୍ଲାରୁ- ୬
ଗଞ୍ଜାମ ଜିଲ୍ଲାରୁ- ୧
ଯାଜପୁର ଜିଲ୍ଲାରୁ- ୧୦
ଝାରସୁଗୁଡା ଜିଲ୍ଲାରୁ- ୪
କଳାହାଣ୍ଡି ଜିଲ୍ଲାରୁ- ୧୪
କନ୍ଧମାଳ ଜିଲ୍ଲାରୁ- ୨
କେନ୍ଦ୍ରାପଡା ଜିଲ୍ଲାରୁ- ୧
କେନ୍ଦୁଝର ଜିଲ୍ଲାରୁ- ୪
ଖୋର୍ଦ୍ଧା ଜିଲ୍ଲାରୁ- ୬୨
କୋରାପୁଟ ଜିଲ୍ଲାରୁ- ୨
ମାଲକାନଗିରି ଜିଲ୍ଲାରୁ- ୨
ମୟୂରଭଞ୍ଜ ଜିଲ୍ଲାରୁ- ୮
ନବରଙ୍ଗପୁର ଜିଲ୍ଲାରୁ- ୧୨
ନୟାଗଡ ଜିଲ୍ଲାରୁ- ୪
ନୂଆପଡା ଜିଲ୍ଲାରୁ- ୧୧
ପୁରୀ ଜିଲ୍ଲାରୁ- ୪
ରାୟଗଡା ଜିଲ୍ଲାରୁ- ୪
ସମ୍ବଲପୁର ଜିଲ୍ଲାରୁ- ୬
ସୋନପୁର ଜିଲ୍ଲାରୁ- ୫
ସୁନ୍ଦରଗଡ ଜିଲ୍ଲାରୁ- ୭୮
ଷ୍ଟେଟ ପୁଲରୁ- ୧୪
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୬ ହଜାର ୧୨୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୪ ହଜାର ୭୫୨ ଏବଂ ବର୍ତ୍ତମାନ ୨୧୪୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।