Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବର୍ତ୍ତିତ ମାର୍ଗରେ ଯାତ୍ରା କରିବ ପୁରୀ-ବିକାନେର ଏକ୍ସପ୍ରେସ
ଆଜିର ଖବର

ପରିବର୍ତ୍ତିତ ମାର୍ଗରେ ଯାତ୍ରା କରିବ ପୁରୀ-ବିକାନେର ଏକ୍ସପ୍ରେସ

August 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟ୍ରେନ
ପୁରୀ ଷ୍ଟେସନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ ହେଲା ଏହି ଟ୍ରେନ

ଭୁବନେଶ୍ବର: ଟ୍ରେନ ଚଳାଚଳ କ୍ଷେତ୍ରରେ ସମସ୍ୟା ଦୂରୀକରଣ ପାଇଁ ପୁରୀ-ବିକାନେର-ପୁରୀ ଏକ୍ସପ୍ରେସକୁ ପଶ୍ଚିମ କେନ୍ଦ୍ରୀୟ ରେଳପଥ ପରିସୀମା ମଧ୍ୟରେ କୋଟା ଷ୍ଟେସନ ପରିବର୍ତ୍ତେ ସୱାଇମାଧୋପୁର-ଗୁରଲା-ସୋଗରିଆ-ରୁଥିୟାଲ କର୍ଡ ଲାଇନ ମାର୍ଗରେ ଚଳାଚଳ କରାଇ ସୋଗରିଆ ଷ୍ଟେସନ ଠାରେ ରହଣି ଦେବାକୁ ନିଷ୍ପତ୍ତି ନିଆଯାଇଅଛି।

20471 ବିକାନେର-ପୁରୀ ଏକ୍ସପ୍ରେସ ବିକାନେର ଷ୍ଟେସନ ଠାରୁ ଅକ୍ଟୋବର ମାସ 2 ତାରିଖ ଠାରୁ ସୋଗରିଆ ଷ୍ଟେସନ ଠାରେ ସକାଳ 5ଘ.30ମି.ରେ ପହଞ୍ଚି 5ଘ.40ମି. ରେ ପୁରୀ ଅଭିମୁଖେ ଯାତ୍ରା କରିବ। ଫେରିବା ମାର୍ଗରେ 20472 ପୁରୀ-ବିକାନେର ଏକ୍ସପ୍ରେସ ପୁରୀ ଠାରୁ ଅକ୍ଟୋବର ମାସ 05 ତାରିଖ ଠାରୁ ସୋଗରିଆ ଷ୍ଟେସନ ଠାରେ ପୂର୍ବାହ୍ନ 9ଘ.15ମି.ରେ ପହଞ୍ଚି 9ଘ.25ମି. ରେ ବିକାନେର ଅଭିମୁଖେ ଯାତ୍ରା କରିବ।

ଏହି ଟ୍ରେନ ପାଇଁ ସ୍ଥିରୀକୃତ ଷ୍ଟେସନ ଓ ସମୟ ସାରଣୀରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ।

ଟ୍ରେନ ଚଳାଚଳ ପରିବର୍ତ୍ତିତ ମାର୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱକପରୁ ଭାରତ ବିଦା, ଅଷ୍ଟ୍ରେଲିଆଠାରୁ ୬ ଉଇକେଟରେ ପରାଜୟ

June 29, 2026

ଗାଧୋଉଥିବାବେଳେ ଜଣେ ଛାତ୍ର ମୃତ, ୨ ନିଖୋଜ

June 28, 2026

ଅଧିନାୟକ ନାହିଁ ତ ଦଳରେ ରହିବାର ନାହିଁ: MI କୁ ଅଲଟିମେଟମ୍ ଦେଲେ କି ସୂର୍ଯ୍ୟକୁମାର

June 28, 2026

ମାଲକାନଗିରି ଜଙ୍ଗଲରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଓ ବିସ୍ପୋରକ ସାମଗ୍ରୀ ଜବତ

June 28, 2026
Latest News

ବିସ୍ତୃତ ରାଶିଫଳ: ଜୁନ ୨୯ ତାରିଖ ସୋମବାରରେ ପାଞ୍ଚୋଟି ରାଶିର ଲୋକେ ହେବେ ହନ୍ତସନ୍ତ

June 29, 2026

ଆଜି ଦେବସ୍ନାନ ପୂର୍ଣ୍ଣିମା: ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ ପରେ ଗଜାନନ ବେଶରେ ଦର୍ଶନ ଦେବେ ମହାପ୍ରଭୁ

June 29, 2026

ବିଶ୍ୱକପରୁ ଭାରତ ବିଦା, ଅଷ୍ଟ୍ରେଲିଆଠାରୁ ୬ ଉଇକେଟରେ ପରାଜୟ

June 29, 2026

ଗାଧୋଉଥିବାବେଳେ ଜଣେ ଛାତ୍ର ମୃତ, ୨ ନିଖୋଜ

June 28, 2026

ଅଧିନାୟକ ନାହିଁ ତ ଦଳରେ ରହିବାର ନାହିଁ: MI କୁ ଅଲଟିମେଟମ୍ ଦେଲେ କି ସୂର୍ଯ୍ୟକୁମାର

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.