ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୬୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୭ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୧
ବାଲେଶ୍ଵର ଜିଲ୍ଲାରୁ- ୨
ବରଗଡ ଜିଲ୍ଲାରୁ- ୫
ଭଦ୍ରକ ଜିଲ୍ଲାରୁ- ୩
ବଲାଙ୍ଗୀରି ଜିଲ୍ଲାରୁ- ୧୭
ବୌଦ୍ଧ ଜିଲ୍ଲାରୁ- ୭
କଟକ ଜିଲ୍ଲାରୁ- ୧୫
ଦେବଗଡ ଜିଲ୍ଲାରୁ- ୪
ଗଜପତି ଜିଲ୍ଲାରୁ- ୧୧
ଗଞ୍ଜାମ ଜିଲ୍ଲାରୁ- ୧
ଯାଜପୁର ଜିଲ୍ଲାରୁ-୫
ଝାରସୁଗୁଡା ଜିଲ୍ଲାରୁ- ୫
କଳାହାଣ୍ଡି ଜିଲ୍ଲାରୁ- ୧
କନ୍ଧମାଳ ଜିଲ୍ଲାରୁ- ୯
କେନ୍ଦ୍ରାପଡା ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୫୦
କୋରାପୁଟ ଜିଲ୍ଲାରୁ- ୨
ମୟୂରଭଞ୍ଜ ଜିଲ୍ଲାରୁ- ୯
ନବରଙ୍ଗପୁର ଜିଲ୍ଲାରୁ- ୯
ନୟାଗଡ ଜିଲ୍ଲାରୁ- ୬
ନୂଆପଡା ଜିଲ୍ଲାରୁ- ୬
ପୁରୀ ଜିଲ୍ଲାରୁ- ୭
ରାୟଗଡା ଜିଲ୍ଲାରୁ- ୨
ସମ୍ବଲପୁର ଜିଲ୍ଲାରୁ- ୧୬
ସୋନପୁର ଜିଲ୍ଲାରୁ- ୧
ସୁନ୍ଦରଗଡ ଜିଲ୍ଲାରୁ- ୫୩
ଷ୍ଟେଟ ପୁଲରୁ- ୧୩
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୬ ହଜାର ୩୮୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୫ ହଜାର ୧୭୩ ଏବଂ ବର୍ତ୍ତମାନ ୧୯୮୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।