Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଲଓ୍ବାମାର ଅବନ୍ତୀପୁରାରେ ସୁରକ୍ଷାବଳଙ୍କ ଏନ୍‌କାଉଣ୍ଟରରେ 2 ଆତଙ୍କବାଦୀ ନିହତ
ଆଜିର ଖବର

ପୁଲଓ୍ବାମାର ଅବନ୍ତୀପୁରାରେ ସୁରକ୍ଷାବଳଙ୍କ ଏନ୍‌କାଉଣ୍ଟରରେ 2 ଆତଙ୍କବାଦୀ ନିହତ

May 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
2 militants killed in pulwama
2 militants killed in pulwama

ସୁରକ୍ଷା ବଳଙ୍କ ଦ୍ବାରା ଜମ୍ମୁ କାଶ୍ମୀରର ପୁଲଓ୍ବାମାରେ 2 ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଦକ୍ଷିଣ କାଶ୍ମୀରର ପଞ୍ଜଗାମ ଅବନ୍ତୀପୁରାରେ ଶନିବାର ଘଟିଥିବା ଏନକାଉଣ୍ଟରରେ ଏହି ଦୁଇ ଆତଙ୍କୀ ନିହତ ହୋଇଛନ୍ତି। କାଶ୍ମୀର ପୋଲିସର ଟ୍ବିଟ୍ଟର ହ୍ୟାଣ୍ଡେଲରୁ ମିଳିଥିବା ସୂଚନା ଅନୁଯାୟୀ ବର୍ତ୍ତମାନ ମଧ୍ୟ ଗୁଳି ଚାଳନା ଜାରି ରହିଛି। ଏହି ଏନ୍‌କାଉଣ୍ଟରରେ 55 ରାଷ୍ଟ୍ରୀୟ ରାଇଫଲ୍‌ସ, 130 ବାଟାଲିୟନ୍‌ ସିଆରପିଏଫ୍‌ ଏବଂ ଜମ୍ମୁ କାଶ୍ମୀର ପୋଲିସ୍‌ର ଏସ୍‌ଓଜି ମିଳିତ ଭାବରେ ଭାଗ ନେଇଥିଲେ। ସେହିପରି ଅନନ୍ତନାଗ ଜିଲ୍ଲାରେ ଶନିବାର ସକାଳୁ ପୋଲିସ୍‌ ଏବଂ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଅନନ୍ତନାଗର ଦେହରୁଣା ଗ୍ରାମରେ ଏହି ଗୁଳିଚାଳନା ଜାରି ରହିଛି।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025
BJP Ads
Latest News

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.