Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ପୂର୍ବରୁ କେଦାରନାଥରେ ମୋଦିଙ୍କ ପ୍ରାର୍ଥନା
ଆଜିର ଖବର

ନିର୍ବାଚନ ପୂର୍ବରୁ କେଦାରନାଥରେ ମୋଦିଙ୍କ ପ୍ରାର୍ଥନା

May 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
modi offer prayer in kedarnath
modi offer prayer in kedarnath

ଲୋକସଭା ନିର୍ବାଚନ ଫଳାଫଳ ପ୍ରକାଶର ଠିକ୍‌ ପୂର୍ବରୁ କେଦାରନାଥ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦୁଇ ଦିନିଆ ଉତ୍ତରାଖଣ୍ଡ ଗସ୍ତରେ ରହିଥିବା ମୋଦି ଆଜି କେଦାରନାଥରେ ପୂଜାର୍ଚ୍ଚନା କରିଛନ୍ତି। ଏହି ଗସ୍ତରେ ମୋଦି କେଦାରନାଥ ସମେତ ବଦ୍ରିନାଥ ମଧ୍ୟ ପରିଦର୍ଶନ କରିବେ । ଆଦର୍ଶ ଆଚରଣ ବିଧି ଉଠିନଥିବାରୁ ଏହି ଗସ୍ତ ପୂର୍ବରୁ ମୋଦି ନିର୍ବାଚନ କମିଶନଙ୍କ ଅନୁମତି ଲୋଡିଥିଲେ । ମୋଦିଙ୍କୁ ଅନୁମତି ପ୍ରଦାନ କରାଯାଇଥିଲେ ମଧ୍ୟ ଆଦର୍ଶ ଆଚରଣ ବିଧି ଉଲଂଘନ ନକରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଜଣାଇ ଦିଆଯାଇଛି ବୋଲି ନିର୍ବାଚନ କମିଶନ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଆସନ୍ତାକାଲି ବଦ୍ରିନାଥ ଯାଇ ପୂଜାର୍ଚ୍ଚନା କରିବେ ବୋଲି ବିଜେପି ଗଣମାଧ୍ୟମ ମୁଖପାତ୍ର ଦେବେନ୍ଦ୍ର ଭାସିନ୍‌ ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟକୁ ଆସିବା ପରଠାରୁ ହିମାଳୟ ପାଦଦେଶରେ ରହିଥିବା ଏହି ସ୍ଥାନକୁ ଏହା ମୋଦିଙ୍କ ଚତୁର୍ଥ ଗସ୍ତ । ସୂଚନାଯୋଗ୍ୟ ଯେ, ଆସନ୍ତା କାଲି ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେୋ ଆସନ୍ତାକାଲି ବାରଣାସୀରେ ପ୍ରଧାନମନ୍ତ୍ରୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ବିକାଶ ଆଭିମୁଖ୍ୟ ସାମ୍ବିଧାନିକ ମୂଲ୍ୟବୋଧ ସହିତ ସମନ୍ୱିତ ହେବା ଆବଶ୍ୟକ: ଅଖିଳ କୁମାର ମିଶ୍ର

November 25, 2025

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ନିୟମିତ ଚଳାଚଳ କରିବ ଉଧନା-ବ୍ରହ୍ମପୁର ଅମୃତ ଭାରତ ଏକ୍ସପ୍ରେସ୍

November 25, 2025

ଶିକ୍ଷକ ବଦଳି ବାତିଲ ଦାବିରେ ବିଦ୍ୟାଳୟରେ ତାଲା: ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ସ୍କୁଲ କମିଟି

November 25, 2025

ଏନପିଏସ, ୟୁପିଏସ ବିରୋଦ୍ଧରେ ଦିଲ୍ଲୀରେ ବିଶାଳ କର୍ମଚାରୀ ସମାବେଶ

November 25, 2025
Latest News

ଭାରତର ବିକାଶ ଆଭିମୁଖ୍ୟ ସାମ୍ବିଧାନିକ ମୂଲ୍ୟବୋଧ ସହିତ ସମନ୍ୱିତ ହେବା ଆବଶ୍ୟକ: ଅଖିଳ କୁମାର ମିଶ୍ର

November 25, 2025

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ନିୟମିତ ଚଳାଚଳ କରିବ ଉଧନା-ବ୍ରହ୍ମପୁର ଅମୃତ ଭାରତ ଏକ୍ସପ୍ରେସ୍

November 25, 2025

ଶିକ୍ଷକ ବଦଳି ବାତିଲ ଦାବିରେ ବିଦ୍ୟାଳୟରେ ତାଲା: ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ସ୍କୁଲ କମିଟି

November 25, 2025

ଏନପିଏସ, ୟୁପିଏସ ବିରୋଦ୍ଧରେ ଦିଲ୍ଲୀରେ ବିଶାଳ କର୍ମଚାରୀ ସମାବେଶ

November 25, 2025

୧୨ ଟି ବିଭାଗରେ ନିଯୁକ୍ତି ପାଇଲେ ୭,୨୯୩: ନବନିଯୁକ୍ତ ମାନଙ୍କୁ ଚାରୋଟି ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

November 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.