ରାଜ୍ୟରେ ଆଜି ଆଉ ୨୫୭ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Aug 28, 2022, 10:24 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୫୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ- ୧୦

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୨୨

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୨୨

ଦେବଗଡ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୮

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୮

କନ୍ଧମାଳ ଜିଲ୍ଲାରୁ- ୪

କେନ୍ଦ୍ରପଡା ଜିଲ୍ଲାରୁ- ୨

କେନ୍ଦୁଝର ଜିଲ୍ଲାରୁ- ୬

ଖୋର୍ଦ୍ଧା ଜିଲ୍ଲାରୁ- ୩୪

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନବରଙ୍ଗପୁର ଜିଲ୍ଲାରୁ- ୭

ନୟାଗଡ ଜିଲ୍ଲାରୁ- ୬

ନୂଆପଡା ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧୦

ସମ୍ବଲପୁର ଜିଲ୍ଲାରୁ- ୧୫

ସୁନ୍ଦରଗଡ ଜିଲ୍ଲାରୁ- ୫୬

ଷ୍ଟେଟ ପୁଲରୁ- ୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୬ ହଜାର ୯୨୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୫ ହଜାର ୭୨୪ ଏବଂ ବର୍ତ୍ତମାନ ୧୯୮୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts