ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୨୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୧ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୨୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୧
ବାଲେଶ୍ଵର ଜିଲ୍ଲାରୁ- ୩
ବରଗଡ ଜିଲ୍ଲାରୁ- ୨
ବଲାଙ୍ଗୀରି ଜିଲ୍ଲାରୁ- ୧୪
ବୌଦ୍ଧ ଜିଲ୍ଲାରୁ- ୨
କଟକ ଜିଲ୍ଲାରୁ- ୧୨
ଦେବଗଡ ଜିଲ୍ଲାରୁ- ୨
ଯାଜପୁର ଜିଲ୍ଲାରୁ- ୬
ଝାରସୁଗୁଡା ଜିଲ୍ଲାରୁ- ୪
କଳାହାଣ୍ଡି ଜିଲ୍ଲାରୁ- ୧୦
କନ୍ଧମାଳ ଜିଲ୍ଲାରୁ- ୩
କେନ୍ଦ୍ରପଡା ଜିଲ୍ଲାରୁ- ୧
ଖୋର୍ଦ୍ଧା ଜିଲ୍ଲାରୁ- ୫୮
କୋରାପୁଟ ଜିଲ୍ଲାରୁ- ୧
ମୟୂରଭଞ୍ଜ ଜିଲ୍ଲାରୁ- ୫
ନବରଙ୍ଗପୁର ଜିଲ୍ଲାରୁ- ୧୩
ନୟାଗଡ ଜିଲ୍ଲାରୁ- ୩
ନୂଆପଡା ଜିଲ୍ଲାରୁ- ୯
ପୁରୀ ଜିଲ୍ଲାରୁ- ୧
ରାୟଗଡା ଜିଲ୍ଲାରୁ- ୩
ସମ୍ବଲପୁର ଜିଲ୍ଲାରୁ- ୧୫
ସୋନପୁର ଜିଲ୍ଲାରୁ- ୪
ସୁନ୍ଦରଗଡ ଜିଲ୍ଲାରୁ- ୩୫
ଷ୍ଟେଟ ପୁଲରୁ- ୧୪
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୭ ହଜାର ୧୫୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୫ ହଜାର ୯୨୯ ଏବଂ ବର୍ତ୍ତମାନ ୧୯୯୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।