ରାଜ୍ୟରେ ଆଜି ୨୫୦ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Aug 29, 2022, 9:41 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୨୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୧ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୨୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧୪

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୧୨

ଦେବଗଡ ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୪

କଳାହାଣ୍ଡି ଜିଲ୍ଲାରୁ- ୧୦

କନ୍ଧମାଳ ଜିଲ୍ଲାରୁ- ୩

କେନ୍ଦ୍ରପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୫୮

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୫

ନବରଙ୍ଗପୁର ଜିଲ୍ଲାରୁ- ୧୩

ନୟାଗଡ ଜିଲ୍ଲାରୁ- ୩

ନୂଆପଡା ଜିଲ୍ଲାରୁ- ୯

ପୁରୀ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୫

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ ଜିଲ୍ଲାରୁ- ୩୫

ଷ୍ଟେଟ ପୁଲରୁ- ୧୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୭ ହଜାର ୧୫୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୫ ହଜାର ୯୨୯ ଏବଂ ବର୍ତ୍ତମାନ ୧୯୯୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts