ରାଜ୍ୟରେ ସ୍ଥିର ରହିଛି ସଂକ୍ରମଣ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ ଆକ୍ରାନ୍ତ ଚିହ୍ନଟ

Published: Aug 30, 2022, 9:48 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୩୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୮

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୩୦

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୪

ଯାଜପୁର ଜିଲ୍ଲାରୁ- ୮

କଳାହାଣ୍ଡି ଜିଲ୍ଲାରୁ- ୧୦

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୬୧

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୩

ନବରଙ୍ଗପୁର ଜିଲ୍ଲାରୁ- ୯

ନୟାଗଡ ଜିଲ୍ଲାରୁ- ୫

ନୂଆପଡା ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୫

ସମ୍ବଲପୁର ଜିଲ୍ଲାରୁ- ୧୨

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୪୦

ଷ୍ଟେଟ ପୁଲରୁ- ୧୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୭ ହଜାର ୩୮୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୬ ହଜାର ୧୭୨ ଏବଂ ବର୍ତ୍ତମାନ ୧୯୮୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts