Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଲାମ ନବୀ ଆଜାଦଙ୍କ ପରେ କଂଗ୍ରେସକୁ ଆହୁରି ବଡ ଝଟକା: ଏକାସାଙ୍ଗରେ ଇସ୍ତଫା ଦେଲେ ୬୪ ନେତା
ଆଜିର ଖବର

ଗୁଲାମ ନବୀ ଆଜାଦଙ୍କ ପରେ କଂଗ୍ରେସକୁ ଆହୁରି ବଡ ଝଟକା: ଏକାସାଙ୍ଗରେ ଇସ୍ତଫା ଦେଲେ ୬୪ ନେତା

August 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜିକାଲି କଂଗ୍ରେସ ଦଳରେ ସବୁ କିଛି ଠିକ ଥିଲା ଭଳି ମନେ ହେଉନି। ନିକଟରେ ଦଳର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ କଂଗ୍ରେସ ଛାଡିଥିଲେ। କିନ୍ତୁ ଏବେ ତାଙ୍କ ପରେ ଦଳକୁ ଆହୁରି ବଡ ଝଟକା ଲାଗିଛି। ଜମ୍ମୁ-କାଶ୍ମୀରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତାରା ଚାନ୍ଦଙ୍କ ସମେତ ୬୪ ନେତା ଗୁଲାମ ନବୀ ଆଜାଦଙ୍କ ସମର୍ଥନରେ ଦଳରୁ ଇସ୍ତଫା ଘୋଷଣା କରିଛନ୍ତି। ପୂର୍ବତନ ମନ୍ତ୍ରୀ ତାରା ଚାନ୍ଦଙ୍କ ବ୍ୟତୀତ କଂଗ୍ରେସ ଛାଡିବାକୁ ମଜିଦ୍ ୱାନି, ଡ. ମନୋହର ଲାଲ ଶର୍ମା, ଚୌଧୁରୀ ଘରୁ ରାମ ଏବଂ ପୂର୍ବତନ ବିଧାୟକ ଠାକୁର ବଲୱାନ ସିଂ, ପୂର୍ବତନ ସାଧାରଣ ସମ୍ପାଦକ ବିନୋଦ ମିଶ୍ର କଂଗ୍ରେସ ଛାଡିବା ପାଇଁ ଘୋଷଣା କରିଛନ୍ତି।

ରିପୋର୍ଟ ଅନୁଯାୟୀ, କଂଗ୍ରେସରୁ ଇସ୍ତଫା ଦେଇଥିବା ଏହି ସମସ୍ତ ୬୪ ନେତା ଗୁଲାମ ନବୀ ଆଜାଦଙ୍କ ନେତୃତ୍ୱରେ ଦଳରେ ଯୋଗଦେବାକୁ ନିଷ୍ପତ୍ତି ନେଇଛନ୍ତି। ସମସ୍ତେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ମିଳିତ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି।

ଇସ୍ତଫା ଦେଲେ କଂଗ୍ରେସ ଗୁଲାମ ନବୀ ଆଜାଦ
Share. Facebook Twitter LinkedIn Email WhatsApp Copy Link

Related Posts

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026

ସି-ଲିପ୍ସ: ଡିଜିଟାଲ୍ ସଶକ୍ତୀକରଣରେ ବଦଳିବ ଲକ୍ଷପତି ଦିଦିଙ୍କ ଭବିଷ୍ୟତ

July 2, 2026

୭,୧୪୫ କୋଟିରେ କାନପୁର-କବରାଇ ଆକ୍ସେସ୍-କଣ୍ଟ୍ରୋଲ୍ଡ ରାଜପଥକୁ କ୍ୟାବିନେଟ୍‌ର ମଞ୍ଜୁରୀ

July 2, 2026
Latest News

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026

ସି-ଲିପ୍ସ: ଡିଜିଟାଲ୍ ସଶକ୍ତୀକରଣରେ ବଦଳିବ ଲକ୍ଷପତି ଦିଦିଙ୍କ ଭବିଷ୍ୟତ

July 2, 2026

୭,୧୪୫ କୋଟିରେ କାନପୁର-କବରାଇ ଆକ୍ସେସ୍-କଣ୍ଟ୍ରୋଲ୍ଡ ରାଜପଥକୁ କ୍ୟାବିନେଟ୍‌ର ମଞ୍ଜୁରୀ

July 2, 2026

ଜନସଂଖ୍ୟା ପରିବର୍ତ୍ତନ ଅଧ୍ୟୟନ ପାଇଁ ରାଜ୍ୟ ଗସ୍ତ କରିବ ଉଚ୍ଚସ୍ତରୀୟ କମିଟି

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.