Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ୬ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, ୬୦ ହଜାରକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା
ଆଜିର ଖବର

ଭାରତରେ ୬ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, ୬୦ ହଜାରକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

September 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କରୋନା ସଂକ୍ରମଣର ୬ ହଜାର ୧୬୮ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪ କୋଟି ୪୪ ଲକ୍ଷ ୪୨ ହଜାର ୫୦୭ କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୫୯ ହଜାର ୨୧୦ କୁ ହ୍ରାସ ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ଗୁରୁବାର ସକାଳ ୮ ଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ସଂକ୍ରମଣ ହେତୁ ୨୧ ଜଣଙ୍କ ମୃତ୍ୟୁ ହୋଇଛି। ଯାହାପରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୭ ହଜାର ୯୩୨ କୁ ବୃଦ୍ଧି ପାଇଛି।

କରୋନା ଆକ୍ରାନ୍ତ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ଭାରତ ସକ୍ରିୟ ରୋଗୀ
Share. Facebook Twitter LinkedIn Email WhatsApp Copy Link

Related Posts

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026

ଭିଜିଲାନ୍ସ ଜାଲରେ ପୂର୍ବତନ କଲେଜ ଅଧ୍ୟକ୍ଷ: ଅଢେଇ କୋଟି ଟଙ୍କା ହେରଫେର ଅଭିଯୋଗ

August 26, 2026

ଇସଲାମାବାଦ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୫ ନବଜାତ ଶିଶୁଙ୍କ ମୃତ୍ୟୁ

August 26, 2026

ସ୍କର୍ପିଓକୁ ପଛରୁ ପିଟିଲା ଟୁରିଷ୍ଟ ବସ୍‌, ୨ ଆହତ

August 26, 2026
Latest News

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026

ଭିଜିଲାନ୍ସ ଜାଲରେ ପୂର୍ବତନ କଲେଜ ଅଧ୍ୟକ୍ଷ: ଅଢେଇ କୋଟି ଟଙ୍କା ହେରଫେର ଅଭିଯୋଗ

August 26, 2026

ଇସଲାମାବାଦ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୫ ନବଜାତ ଶିଶୁଙ୍କ ମୃତ୍ୟୁ

August 26, 2026

ସ୍କର୍ପିଓକୁ ପଛରୁ ପିଟିଲା ଟୁରିଷ୍ଟ ବସ୍‌, ୨ ଆହତ

August 26, 2026

ପୁରୀରେ ପୁଣି ହତ୍ୟାକାଣ୍ଡ : ପଥରରେ ଛେଚି ଜଣଙ୍କୁ ହତ୍ୟା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.