Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା: ୪ ତାରିଖରୁ ଏହି ସବୁ ଜିଲ୍ଲାରେ ହେବ ବର୍ଷା
ଆଜିର ଖବର

ରାଜ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା: ୪ ତାରିଖରୁ ଏହି ସବୁ ଜିଲ୍ଲାରେ ହେବ ବର୍ଷା

September 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ବର୍ଷା ପରିମାଣ ବଢିବ। ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁଖିଲା ପାଗ ରହିଛି। କିନ୍ତୁ ଆସନ୍ତା ୫ ତାରିଖ ପରେ ରାଜ୍ୟରେ ବର୍ଷା ପରିମାଣ ବଢିବ। ଆସନ୍ତା ୫ ତାରିଖ ପରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୫ ତାରିଖ ପରେ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ତେବେ ପାଣିପାଗ ବିଭାଗ ପକ୍ଷରୁ ୩ ତାରିଖ ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୪ ତାରିଖରେ ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖ ପାଇଁ ଯେଉଁ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେହି ଜିଲ୍ଲାଗୁଡିକ ହେଲା- ଅନୁଗଳ, ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ,  କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲା।

ସେହିଭଳି ୪ ତାରିଖ ପାଇଁ ଯେଉଁ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେହି ଜିଲ୍ଲାଗୁଡିକ ହେଲା- ଅନୁଗୁଳ, ବଲାଙ୍ଗିର, ବୌଦ୍ଧ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା ଓ ସୋନପୁର ଜିଲ୍ଲା।

ବର୍ଷା ଲଘୁଚାପ କ୍ଷେତ୍ର ଶୁଖିଲା ପାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଜରଡା ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ପତ୍ନୀଙ୍କୁ ନିର୍ଦ୍ଦୋଷରେ ଖଲାସ କଲେ ଅଦାଲତ

July 25, 2025

ନବବିବାହିତ ପତିଙ୍କୁ କୁଅକୁ ଠେଲି ହତ୍ୟା ଉଦ୍ୟମ, ପତ୍ନୀ ଗିରଫ

July 25, 2025

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ୬ ଟି ସ୍ଥାନରେ ଚଢାଉ ବେଳେ ମିଳିଲା ବିଡ଼ା ବିଡ଼ା ଟଙ୍କା

July 25, 2025

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୩୦ ଦିନର ଅତିରିକ୍ତ ଛୁଟି ଦେବାକୁ ଘୋଷଣା କଲେ କେନ୍ଦ୍ର ସରକାର

July 25, 2025
Latest News

ଜରଡା ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ପତ୍ନୀଙ୍କୁ ନିର୍ଦ୍ଦୋଷରେ ଖଲାସ କଲେ ଅଦାଲତ

July 25, 2025

ନବବିବାହିତ ପତିଙ୍କୁ କୁଅକୁ ଠେଲି ହତ୍ୟା ଉଦ୍ୟମ, ପତ୍ନୀ ଗିରଫ

July 25, 2025

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ୬ ଟି ସ୍ଥାନରେ ଚଢାଉ ବେଳେ ମିଳିଲା ବିଡ଼ା ବିଡ଼ା ଟଙ୍କା

July 25, 2025

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୩୦ ଦିନର ଅତିରିକ୍ତ ଛୁଟି ଦେବାକୁ ଘୋଷଣା କଲେ କେନ୍ଦ୍ର ସରକାର

July 25, 2025

ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଓଡ଼ିଶା ଟେକ୍ସ -୨୦୨୫ର ପ୍ରସ୍ତୁତି ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ

July 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.