Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା: ୪ ତାରିଖରୁ ଏହି ସବୁ ଜିଲ୍ଲାରେ ହେବ ବର୍ଷା
ଆଜିର ଖବର

ରାଜ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା: ୪ ତାରିଖରୁ ଏହି ସବୁ ଜିଲ୍ଲାରେ ହେବ ବର୍ଷା

September 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ବର୍ଷା ପରିମାଣ ବଢିବ। ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁଖିଲା ପାଗ ରହିଛି। କିନ୍ତୁ ଆସନ୍ତା ୫ ତାରିଖ ପରେ ରାଜ୍ୟରେ ବର୍ଷା ପରିମାଣ ବଢିବ। ଆସନ୍ତା ୫ ତାରିଖ ପରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୫ ତାରିଖ ପରେ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ତେବେ ପାଣିପାଗ ବିଭାଗ ପକ୍ଷରୁ ୩ ତାରିଖ ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୪ ତାରିଖରେ ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖ ପାଇଁ ଯେଉଁ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେହି ଜିଲ୍ଲାଗୁଡିକ ହେଲା- ଅନୁଗଳ, ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ,  କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲା।

ସେହିଭଳି ୪ ତାରିଖ ପାଇଁ ଯେଉଁ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେହି ଜିଲ୍ଲାଗୁଡିକ ହେଲା- ଅନୁଗୁଳ, ବଲାଙ୍ଗିର, ବୌଦ୍ଧ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା ଓ ସୋନପୁର ଜିଲ୍ଲା।

ବର୍ଷା ଲଘୁଚାପ କ୍ଷେତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.