ଆଜି ରାଜ୍ୟରେ ଆଉ ୧୭୯ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Sep 5, 2022, 9:59 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୭୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୦୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୪

ବରଗଡ ଜିଲ୍ଲାରୁ- ୪

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୨

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୮

ଦେବଗଡ ଜିଲ୍ଲାରୁ- ୩

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୪

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୪

କଳାହାଣ୍ଡି ଜିଲ୍ଲାରୁ- ୧

କନ୍ଧମାଳ ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୩୬

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୬

ନବରଙ୍ଗପୁର ଜିଲ୍ଲାରୁ- ୧୮

ନୟାଗଡ ଜିଲ୍ଲାରୁ- ୧୪

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୪

ସୋନପୁର ଜିଲ୍ଲାରୁ- ୫

ସୁନ୍ଦରଗଡ ଜିଲ୍ଲାରୁ- ୨୭

ଷ୍ଟେଟ ପୁଲରୁ- ୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୮ ହଜାର ୬୪୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୭ ହଜାର ୬୮୭ ଏବଂ ବର୍ତ୍ତମାନ ୧୭୨୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts