Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବେକାନନ୍ଦ ଶିକ୍ଷାକେନ୍ଦ୍ର, ବିଡ଼ିଓ କଲୋନୀରେ ଗୁରୁଦିବସ ପାଳନ ଅବସରରେ ପ୍ରତିଭା ସମ୍ମାନ ସମାରୋହ
ଆଜିର ଖବର

ବିବେକାନନ୍ଦ ଶିକ୍ଷାକେନ୍ଦ୍ର, ବିଡ଼ିଓ କଲୋନୀରେ ଗୁରୁଦିବସ ପାଳନ ଅବସରରେ ପ୍ରତିଭା ସମ୍ମାନ ସମାରୋହ

September 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିବେକାନନ୍ଦ ଶିକ୍ଷାକେନ୍ଦ୍ର, ବିଡ଼ିଓ କଲୋନୀରେ ଗୁରୁଦିବସ ପାଳନ ଅବସରରେ ପ୍ରତିଭା ସମ୍ମାନ ସମାରୋହ

ଭୁବନେଶ୍ୱର : ଆଜି ୧୩୫ ତମ ଗୁରୁଦିବସ ଅବସରରେ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ପ୍ରାଙ୍ଗଣରେ ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରୀଷ୍ଣଙ୍କ ଜନ୍ମଜୟନ୍ତୀ ପାଳନ ସହିତ ଗୁରୁଜୁନଙ୍କ ମହାସମାରୋହରେ ପାଳନ କରାଯାଇଅଛି । ଉକ୍ତ ସମାରୋହରେ ବିଦ୍ୟାଳୟର ୪୦୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ବିଦ୍ୟାଳୟର ସମସ୍ତ ଶିକ୍ଷକ/ ଶିକ୍ଷୟତ୍ରୀ ମାନଙ୍କୁ ଫୁଲ ଚନ୍ଦନ ଦେଇ ବନ୍ଦନା କରିବା ସହିତ ଗୁରୁବନ୍ଦନା ଗାନ କରିଥିଲେ ।

ଉକ୍ତ ଉତ୍ସବରେ ବିଦ୍ୟାଳୟର ଚଳିତବର୍ଷ ଦଶମ ଶ୍ରେଣୀ ବୋର୍ଡ଼ ପରିକ୍ଷାରେ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୧୦ ଜଣ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ତରଫରୁ ସମ୍ମାନୀତ କରାଯାଇଥିଲା। ସେହିପରି ୧୪ ଜଣ ସ୍କାଉଡ଼୍‌ଗାଇଡ଼ ଛାତ୍ରଛାତ୍ରୀଙ୍କୁ ରାଜ୍ୟପାଳ ପୁରସ୍କାର ପ୍ରଦାନ କରାଯାଇଥିଲା । ଉକ୍ତ ଉତ୍ସବରେ ଜେଡ଼ିୟୁଭିର ନିର୍ଦ୍ଦେଶକ ଶ୍ରୀ ବି.କେ ସାହୁ ଡଃ ଆର.ସି. ରାଉତ, ସୁଦେଷ୍ମା ମିଶ୍ର (ପ୍ରସନ୍ନ ଫାଉଣ୍ଡେସନ), ଡଃ ଅଶୋକ ସାହୁ ବିଦ୍ୟାଳୟର ସଭାପତି ମଦନ ମୋହନ ଧଳ, ବିଦ୍ୟାଳୟର ସଂପାଦକ ଅକ୍ଷୟ କୁମାର ତ୍ରିପାଠୀ, ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କୁ ଗୁରୁଦିବସରେ ଶୁଭେଚ୍ଛା ଜଣାଇବା ସହ ଉତିନ୍ନ ଛାତ୍ରଛାତ୍ରୀଙ୍କ ଭବିଷ୍ୟ ଉଜ୍ଜଳ କାମନା କରିଥିଲେ ।

ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ଗଙ୍ଗାଧର ମହାରଣା ଗୁରୁଦିବସର ତାପର୍ଯ୍ୟ ସଂପର୍କରେ ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶ୍ରୀ ଲୋକନାଥ ପ୍ରହରାଜ, ବିଜୟ କୁମାର ଦାସ, ଅଭୟ କୁମାର ଶତପଥି, ସୁଧିର କୁମାର ବେହେରା, ବିପାଶା ପାତ୍ର ଓ ଅନ୍ୟମାନେ ସଭାକୁ ପରିଚାଳନା କରିଥିଲେ ।

ଗୁରୁଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026
Latest News

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.