ଆଜି ରାଜ୍ୟରେ ୩୦୦ ତଳକୁ ଖସିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

Published: Sep 8, 2022, 9:56 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୭

ବରଗଡ ଜିଲ୍ଲାରୁ- ୫

ବଲାଙ୍ଗୀରି ଜିଲ୍ଲାରୁ- ୬

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୨୧

ଦେବଗଡ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୧୦

ଝାରସୁଗୁଡା ଜିଲ୍ଲାରୁ- ୩

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୭

ଖୋର୍ଦ୍ଧା ଜିଲ୍ଲାରୁ- ୬୭

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୯

ନବରଙ୍ଗପୁର ଜିଲ୍ଲାରୁ- ୧୬

ନୟାଗଡ ଜିଲ୍ଲାରୁ- ୧୨

ନୂଆପଡା ଜିଲ୍ଲାରୁ- ୧୩

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୪

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୪୦

ଷ୍ଟେଟ ପୁଲରୁ- ୧୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୯ ହଜାର ୪୭୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୮ ହଜାର ୫୫୦ ଏବଂ ବର୍ତ୍ତମାନ ୧୬୮୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

Related posts