Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ୱଲପୁର ରେଳ ମଣ୍ଡଳରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ: ପ୍ରଭାବିତ ହେବ ଟ୍ରେନ୍ ସେବା
ଆଜିର ଖବର

ସମ୍ୱଲପୁର ରେଳ ମଣ୍ଡଳରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ: ପ୍ରଭାବିତ ହେବ ଟ୍ରେନ୍ ସେବା

September 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟ୍ରେନ
କାଳି ପୂଜା ମେଳାରୁ ଫେରୁଥିବା ବେଳେ ଟ୍ରେନ ସହ ହେଲା ଧକ୍କା: ଚାରି ମୃତ

ଭୁବନେଶ୍ବର: ଦେଓବାହାଲ-ବରଗଡ ରୋଡ-ବରପାଲୀ ମଧ୍ୟରେ ଦୋହରୀକରଣ କାର୍ଯ୍ୟକ୍ଷମ ପାଇଁ ନିମ୍ନଲିଖିତ ଅନୁଯାୟୀ ଟ୍ରେନ୍ ସେବା ପ୍ରଭାବିତ ହେବ।

ଉଭୟ ପାର୍ଶ୍ୱରୁ 16.09.2022 ରେ ଟ୍ରେନର ବାତିଲ୍:

08317/08318 ସମ୍ବଲପୁର-ଜୁନାଗଡ଼ ରୋଡ୍-ସମ୍ବଲପୁର ପାସେଞ୍ଜର ସ୍ପେଶାଲ।

08263/08264 ଟିଟିଲାଗଡ-ବିଳାସପୁର-ଟିଟିଲାଗଡ ପାସେଞ୍ଜର ସ୍ପେଶାଲ।

ଉଭୟ ପାର୍ଶ୍ୱରୁ 16.09.2022 ରେ ଟ୍ରେନର ଆଂଶିକ ବାତିଲ୍:

12893/12894 ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ସୁପର ଫାଷ୍ଟ ଇଣ୍ଟର ସିଟି ଏକ୍ସପ୍ରେସ ଭୁବନେଶ୍ୱର ଓ ସମ୍ବଲପୁର ମଧ୍ୟରେ ଚଳାଚଳ କରିବ ଏବଂ ସମ୍ବଲପୁର ଓ ବଲାଙ୍ଗୀର ମଧ୍ୟରେ ବାତିଲ ରହିବ।

16.09.2022 ରେ ଟ୍ରେନର ସମୟରେ ପରିବର୍ତ୍ତନ:

18006 ଜଗଦଳପୁର-ହାଓଡ଼ା ସମଲେଶ୍ୱରୀ ଏକ୍ସପ୍ରେସ ଜଗଦଳପୁରରୁ ନିର୍ଦ୍ଧାରିତ ସମୟ ସକାଳ 05ଘ.05ମି.ପରିବର୍ତ୍ତେ ସକାଳ 07ଘ.35ମି.ରେ ଛାଡିବ।

18302 ରାୟଗଡା-ସମ୍ବଲପୁର ଇଣ୍ଟର ସିଟି ଏକ୍ସପ୍ରେସ ରାୟଗଡା ଠାରୁ ନିର୍ଦ୍ଧାରିତ ସମୟ ଅପରାହ୍ନ 01.ଘ.25ମି. ପରିବର୍ତ୍ତେ ଅପରାହ୍ନ 02.ଘ.55ମି.ରେ ଛାଡିବ।

22861 ହାଓଡ଼ା-କଣ୍ଟାବାଞ୍ଜି ଇସ୍ପାତ ଏକ୍ସପ୍ରେସ ଏହାର ନିର୍ଦ୍ଧାରିତ ସମୟ ସକାଳ 06ଘ.35ମି. ପରିବର୍ତ୍ତେ ହାଓଡ଼ାରୁ ପୂର୍ବାହ୍ନ 08ଘ.05ମି.ରେ ଛାଡିବ।

ଆଧୁନିକୀକରଣ ଟ୍ରେନ୍ ସେବା ନିରାପତ୍ତା ସମ୍ବନ୍ଧୀୟ ବାତିଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026
Latest News

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.