ଆଜି ରାଜ୍ୟରେ ଆଉ ୨୫୪ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Sep 9, 2022, 10:35 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୫୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୨ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୪୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ବରଗଡ ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧୧

କଟକ ଜିଲ୍ଲାରୁ- ୨୭

ଦେବଗଡ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୬

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧୧

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୫୫

କୋରାପୁଟ ଜିଲ୍ଲାରୁ- ୪

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୧୫

ନୟାଗଡ ଜିଲ୍ଲାରୁ- ୧୨

ନୂଆପଡା ଜିଲ୍ଲାରୁ- ୯

ପୁରୀ ଜିଲ୍ଲାରୁ- ୮

ସମ୍ବଲପୁର ଜିଲ୍ଲାରୁ- ୧୭

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୩୦

ଷ୍ଟେଟ ପୁଲରୁ- ୧୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୯ ହଜାର ୭୨୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୮ ହଜାର ୭୯୮ ଏବଂ ବର୍ତ୍ତମାନ ୧୬୯୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

Related posts