Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ୫୦ ହଜାର ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା, ୬ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଦେଶରେ ୫୦ ହଜାର ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା, ୬ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

September 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କରୋନାରେ ୬ ହଜାର ୯୩ ଜଣ ଲୋକ ସଂକ୍ରମିତ ହୋଜିଛନ୍ତି। ଯାହା ପରେ ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୪,୪୪,୮୪,୭୨୯ କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ରୋଗୀଙ୍କ ସଂଖ୍ୟା ୪୯,୬୩୬ କୁ ହ୍ରାସ ପାଇଛି।

ତଥ୍ୟ ଅନୁଯାୟୀ, ଦେଶରେ ସଂକ୍ରମଣ ହେତୁ ଆହୁରି ୩୧ ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୫,୨୮,୧୨୧ କୁ ବୃଦ୍ଧି ପାଇଛି।

କରୋନା ଭାରତ ସକ୍ରିୟ ରୋଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026

ଗୁଳିକାଣ୍ଡ ଘଟଣା: ଗିରଫ ହେଲେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ

July 15, 2026

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026
Latest News

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026

ଗୁଳିକାଣ୍ଡ ଘଟଣା: ଗିରଫ ହେଲେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ

July 15, 2026

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026

ବାଙ୍କିପୁର ଉପନିର୍ବାଚନର ବିଜେପି ପ୍ରାର୍ଥୀଙ୍କ ବିରୋଧରେ କୋର୍ଟ ଯିବ ଆରଜେଡି: ବାତିଲ ହେବ କି ନାମାଙ୍କନ?

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.