Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ମମ୍‌ରେ ଓଡ଼ିଶାର ପ୍ରଥମ ଅର୍ନ୍ତରୋଗୀ ପୁର୍ନବାସ ୟୁନିଟ୍ ଉଦ୍‌ଘାଟିତ
ଆଜିର ଖବର

ସମ୍ମମ୍‌ରେ ଓଡ଼ିଶାର ପ୍ରଥମ ଅର୍ନ୍ତରୋଗୀ ପୁର୍ନବାସ ୟୁନିଟ୍ ଉଦ୍‌ଘାଟିତ

September 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଗୁରୁବାର ବିଶ୍ୱ ଫିଜିଓଥେରାପି ଦିବସ ଅବସରରେ ସମ୍ ଅଲ୍ଟିମେଟ ମେଡିକେୟାରରେ ଓଡ଼ିଶାର ପ୍ରଥମ ଅର୍ନ୍ତରୋଗୀ ପୁର୍ନବାସ ୟୁନିଟ୍ ଉଦ୍‌ଘାଟିତ ହୋଇଯାଇଛି।
ଏହି ଅତ୍ୟାଧୁନିକ ଅର୍ନ୍ତରୋଗୀ ପୁର୍ନବାସ ୟୁନିଟ୍‌ରେ ନ୍ୟୁରୋଲଜିକାଲ୍ ଏବଂ ଅର୍ଥୋପେଡିକ୍ ବିଭାଗର ରୋଗୀମାନଙ୍କ ସମେତ ଅସ୍ତ୍ରୋପଚାରର ପରବର୍ତୀ ଉତମମାନର ଚିକିତ୍ସା ଓ ଯତ୍ନ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି।

ଏହି ୟୁନିଟ୍‌କୁ ସମ୍ମମ୍‌ର ଚିଫ୍ ଏଗ୍‌ଜିକ୍ୟୁଟିଭ୍ ଅଫିସର ଡକ୍ଟର ଶ୍ୱେତପଦ୍ମା ଦାଶ ଉଦ୍‌ଘାଟିତ କରିଥିଲେ। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ହସ୍ପିଟାଲ୍‌ର ଚିଫ୍ ଅଫ୍ ମେଡିକାଲ୍ ସର୍ଭିସେସ୍ ବ୍ରିଗେଡିୟର (ଡାକ୍ତର) ବିରାଜ ମୋହନ ମିଶ୍ର, ଫିଜିଓଥେରାପି ବିଭାଗର ମୁଖ୍ୟ ଡାକ୍ତର ପି. ବାଲାକିଶୋର ଓ ତାଙ୍କ ଟିମ୍ ଏବଂ ଅନ୍ୟାନ୍ୟ ବିଭାଗର ମୁଖ୍ୟ ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଗୁରୁତର ଶାରୀରିକ କ୍ଷତ, ଅସୁସ୍ଥତା ଥିବା ରୋଗୀଙ୍କୁ ଏହି ୟୁନିଟ୍‌ରେ ଚିକିତ୍ସା ପ୍ରଦାନ କରାଯିବା ସହ ଯେଉଁମାନଙ୍କୁ ଫିଜିଓଥେରାପି ଏବଂଶାରୀରିକ ସୁସ୍ଥତାର ଆବଶ୍ୟକତା ଥିବ ସେମାନଙ୍କୁ ମଧ୍ୟ ଏହି ୟୁନିଟରେ ଚିକିତ୍ସା ପ୍ରଦାନ କରାଯିବ।

ସମ୍ ଅଲ୍ଟିମେଟ ମେଡିକେୟାର
Share. Facebook Twitter LinkedIn Email WhatsApp Copy Link

Related Posts

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Latest News

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.