ଆଜି ରାଜ୍ୟରେ ଆଉ ୨୬୯ ଆକ୍ରାନ୍ତ ଚିହ୍ନଟ: ବଢୁଛି ସକ୍ରିୟ ରୋଗୀଙ୍କ ସଂଖ୍ୟା

Published: Sep 10, 2022, 10:03 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୮

ଭଦ୍ରକ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୧୧

କଟକ ଜିଲ୍ଲାରୁ- ୪୯

ଦେବଗଡ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୯

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୫

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୬୬

ମୟୂରଭଞ୍ଜ ଜିଲ୍ଲାରୁ- ୪

ନବରଙ୍ଗପୁର ଜିଲ୍ଲାରୁ- ୧୧

ନୟାଗଡ ଜିଲ୍ଲାରୁ- ୧୪

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୯

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ ଜିଲ୍ଲାରୁ- ୨୯

ଷ୍ଟେଟ ପୁଲରୁ- ୧୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୯ ହଜାର ୯୯୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ଏବଂ ବର୍ତ୍ତମାନ ୧୭୫୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts