Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ୨୫୦ ତଳକୁ ଖସିଲା ସଂକ୍ରମଣ: ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଆଜି ରାଜ୍ୟରେ ୨୫୦ ତଳକୁ ଖସିଲା ସଂକ୍ରମଣ: ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

September 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୪୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୪୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧୨

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୧୨

ଦେବଗଡ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୭

ଝାରସୁଗୁଡା ଜିଲ୍ଲାରୁ- ୩

କଳାହାଣ୍ଡି ଜିଲ୍ଲାରୁ- ୬

କନ୍ଧମାଳ ଜିଲ୍ଲାରୁ- ୪

କେନ୍ଦ୍ରପଡା ଜିଲ୍ଲାରୁ- ୨

କେନ୍ଦୁଝର ଜିଲ୍ଲାରୁ- ୬

ଖୋର୍ଦ୍ଧା ଜିଲ୍ଲାରୁ- ୩୩

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୧୭

ନୟାଗଡ ଜିଲ୍ଲାରୁ- ୭

ନୂଆପଡା ଜିଲ୍ଲାରୁ- ୮

ପୁରୀ ଜିଲ୍ଲାରୁ- ୧୨

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୬

ସୋନପୁର ଜିଲ୍ଲାରୁ- ୫

ସୁନ୍ଦରଗଡ ଜିଲ୍ଲାରୁ- ୫୮

ଷ୍ଟେଟ ପୁଲରୁ- ୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୦ ହଜାର ୨୪୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ୨୪୬ ଏବଂ ବର୍ତ୍ତମାନ ୧୭୫୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

ଓଡିଶା କ୍ୱାରେଣ୍ଟାଇନ ଖସିଲା ସଂକ୍ରମଣ ସୁନ୍ଦରଗଡ଼ ଜିଲ୍ଲା ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026

ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

April 17, 2026

ହର୍ମୁଜ୍ ଖୋଲିଲା ଇରାନ: ଧନ୍ୟବାଦ ଜଣାଇଲେ ଡୋନାଲ୍ଡ ଟ୍ରମ୍ପ

April 17, 2026

ଲୁଣା ଜଙ୍ଗଲ ସଂରକ୍ଷଣ ଓ ପୁନରୁଦ୍ଧାର କ୍ଷେତ୍ରରେ ଭାରତର ଅନ୍ୟତମ ସଫଳ ମଡେଲ୍ ପାଲଟିଛି ‘ଓଡ଼ିଶା’

April 17, 2026
Latest News

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026

ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

April 17, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ହର୍ମୁଜ୍ ଖୋଲିଲା ଇରାନ: ଧନ୍ୟବାଦ ଜଣାଇଲେ ଡୋନାଲ୍ଡ ଟ୍ରମ୍ପ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.