ଆଜି ରାଜ୍ୟରେ ୨୦୦ ତଳକୁ ଖସିଲା ସଂକ୍ରମଣ: ୧୮୦୦ ଅତିକ୍ରମ କଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Published: Sep 12, 2022, 10:10 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୯୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୨ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୧୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧୧

କଟକ ଜିଲ୍ଲାରୁ- ୩୩

ଦେବଗଡ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୩

କଳାହାଣ୍ଡି ଜିଲ୍ଲାରୁ- ୧୬

କନ୍ଧମାଳ ଜିଲ୍ଲାରୁ- ୩

କେନ୍ଦ୍ରପଡା ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୬

ଖୋର୍ଦ୍ଧା ଜିଲ୍ଲାରୁ- ୪୦

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୨

ନବରଙ୍ଗପୁର ଜିଲ୍ଲାରୁ- ୧୧

ନୟାଗଡ ଜିଲ୍ଲାରୁ- ୬

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୪

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୯

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ ଜିଲ୍ଲାରୁ- ୧୩

ଷ୍ଟେଟ ପୁଲରୁ- ୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୦ ହଜାର ୪୩୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ୩୭୯ ଏବଂ ବର୍ତ୍ତମାନ ୧୮୧୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts